ଅପନା ଦୋରା ବିଶ୍ୱାସରାୟ

ଓଡ଼ିଆ ରାଜନେତା

ଅପନା ଦୋରା ବିଶ୍ୱାସରାୟ (ମୃତ୍ୟୁ: ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅପନା ଦୋରା ବିଶ୍ୱାସରାୟ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀନାଲା କୁର୍ମୁ ନାୟକଲୁ ଦୋରା
ନିର୍ବାଚନ ମଣ୍ଡଳୀପାରଳାଖେମୁଣ୍ଡି
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୬୩
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଅପନା ଦୋରା ବିଶ୍ୱାସରାୟ ଜଣେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଅପନା ଦୋରା ବିଶ୍ୱାସରାୟ ୧୯୬୩ ମସିହାରେ ମୃତ୍ୟୁବରଣ କରିଥିଲେ । ୬ ସେପ୍ଟେମ୍ବର ୧୯୬୩ରେ ମସିହାରେ ତାଙ୍କ ପାଇଁ ଓଡ଼ିଶା ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Appena Dora Biswasrai". odishaassembly.nic.in. Odisha Assembly. Retrieved 22 June 2022.