କାମାୟା ମଣ୍ଡାଙ୍ଗୀ

ଓଡ଼ିଆ ରାଜନେତା

କାମାୟା ମଣ୍ଡାଙ୍ଗୀ (୧ ଜାନୁଆରୀ ୧୯୨୫ - ୨୨ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାୟଗଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କାମାୟା ମଣ୍ଡାଙ୍ଗୀ
ବିଧାୟକ: ୧ମ, ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୭
ପର ଅଧିକାରୀଅନନ୍ତରାମ ମାଝି
ନିର୍ବାଚନ ମଣ୍ଡଳୀରାୟଗଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1925-01-01)୧ ଜାନୁଆରୀ ୧୯୨୫
ମୃତ୍ୟୁ୨୨ ଅପ୍ରେଲ ୨୦୦୫(2005-04-22) (ବୟସ ୮୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରମଣ ଦେବୀ
ସନ୍ତାନ
ବାପା/ବୋଉମଣ୍ଡାଙ୍ଗୀ କାଠୁରା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

କାମାୟା ମଣ୍ଡାଙ୍ଗୀ ୧୯୨୫ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଣ୍ଡାଙ୍ଗୀ କାଠୁରା ଓ ପତ୍ନୀଙ୍କ ନାମ ରମଣ ଦେବୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

କାମାୟା ମଣ୍ଡାଙ୍ଗୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ରାୟଗଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ରାୟଗଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ରାୟଗଡ଼ା ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ ସମ୍ପାଦନା

କାମାୟା ମଣ୍ଡାଙ୍ଗୀ ୨୦୦୫ ମସିହାର ଅପ୍ରେଲ ୨୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Mandangi Kamaya". odishaassembly.nic.in. Odisha Assembly. Retrieved 16 February 2022.