ବାଇଧର ମଲ୍ଲିକ

ଓଡ଼ିଆ ରାଜନୀତିଜ୍ଞ

ବାଇଧର ମଲ୍ଲିକ (ଜନ୍ମ: ୨୭ ଜୁନ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି । ୨୦୦୦ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବାଇଧର ମଲ୍ଲିକ
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀନୀଳମଣି ସିଂହ
ପର ଅଧିକାରୀରବୀନ୍ଦ୍ର କୁମାର ସେଠୀ
ନିର୍ବାଚନ ମଣ୍ଡଳୀନିମାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1964-06-27) ୨୭ ଜୁନ ୧୯୬୪ (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀସ୍ୱର୍ଣ୍ଣା ମଲ୍ଲିକ
ବାପା/ବୋଉଧଦି ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ବାଇଧର ମଲ୍ଲିକ ୧୯୬୪ ମସିହାର ଜୁନ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଧଦି ମଲ୍ଲିକ ଓ ପତ୍ନୀଙ୍କ ନାମ ସ୍ୱର୍ଣ୍ଣା ମଲ୍ଲିକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ବାଇଧର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ୨ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ନିମାପଡ଼ା ଭାରତୀୟ ଜନତା ପାର୍ଟି
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ନିମାପଡ଼ା ଭାରତୀୟ ଜନତା ପାର୍ଟି

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Baidhar Mallick". odishaassembly.nic.in. Odisha Assembly. Retrieved 23 March 2021.