ବ୍ରଜ ସିଂହ

ଓଡ଼ିଆ ଅଭିନେତା

ବ୍ରଜ ସିଂହ, ଜଣେ ଓଡ଼ିଆ ଅଭିନେତା ।[୧] ସେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଧାରାବାହିକ, ଥିଏଟର ଆଦିରେ ଅଭିନୟ କରନ୍ତି । ସେ ୧୯୮୬ ମସିହାରେ ଓଡ଼ିଆ କଥାଚିତ୍ର ଯୋର ଯା'ର ମୂଲକ ତାର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଡିଡି ଓଡ଼ିଆରେ ପ୍ରସାରିତ ବିଭିନ୍ନ ଧାରାବାହିକଗୁଡ଼ିକରେ ଅଭିନୟ କରିଥିଲେ । ଜଣେ ହାସ୍ୟ କଳାକାର ଭାବରେ ସେ ଅନେକ ଚଳଚ୍ଚିତ୍ରରେ ଅଭିନୟ କରିବା ସ‌ହ ବିଭିନ୍ନ ସ‌ହକାରୀ ଭୂମିକାରେ ମଧ୍ୟ କଥାଚିତ୍ର ଓ ଦୂରଦର୍ଶନ ଧାରାବାହିକରେ ଅଭିନୟ କରିଛନ୍ତି ।

ବ୍ରଜ ସିଂହ
ଜନ୍ମ
ବ୍ରଜ ସିଂହ

ବୃତ୍ତି(ଓଡ଼ିଆ) ଅଭିନେତା
ସକ୍ରିୟ ବର୍ଷ୧୯୮୬-ଏବେଯାଏଁ

ଅଭିନୟ ଜୀବନ ସମ୍ପାଦନା

ଅଭିନୀତ କଥାଚିତ୍ର ସମ୍ପାଦନା

ଅଭିନୀତ ଧାରାବାହିକ ସମ୍ପାଦନା

ଧାରାବାହିକ ଚେନାଲ ଭୂମିକା
ଗାୟତ୍ରୀ ଇ ଟିଭି ଓଡ଼ିଆ
ଦୁର୍ଗା ତରଙ୍ଗ ଟିଭି

ଆଧାର ସମ୍ପାଦନା

ବାହାର ଆଧାର ସମ୍ପାଦନା