Welcome to Oriya Wikipedia!

Thank you for your contributions to Oriya Wikipedia!

We hope you can contribute, no matter what your language skills are.

You truly seem to have a genuine interest in this Wiki project and I hope it will blossom into something great. I hope you enjoy editing here and being a Wikipedian! Please sign your name on talk pages using four tildes (~~~~); this will automatically produce your name and the date. If you need help, just ask me on my talk page.

Enjoy! --Jose77 ୦୧:୪୦, ୨୪ January ୨୦୧୧ (UTC)

ମୋ ନାମ ଆଶୁତୋଷ କର । ମୁଁ ଭାରତର ଏକ ପ୍ରମୁଖ ସଫ୍ଟୱେର କମ୍ପାନିରେ ୟୁଜର ଇନ୍ଟରଫେସ ଡିଜାଇନର ଭାବେ କାମ କରୁ ଆଛି । ମୁଁ ଏବେ ବାଙ୍ଗାଲୋରରେ ରହୁଛି । ମୋର ଜନ୍ମ କଟକ ସହରରେ । ମୁଁ ପ୍ରସିଦ୍ଧ ରେଭେନନ୍ସା କଲେଜରୁ +୨ ବିଜ୍ଞାନ ଓ ଭୁବନେଶ୍ୱରର କଲେଜ ଓଫ ଇଞ୍ଜିନିୟରିଂ ଓ ଟେକ୍ନୋଲୋଜି (ସି.ଈ.ଟି.)ରୁ ସ୍ଥାପତ୍ୟ(ଆର୍କିଟେକ୍ଚର)ରେ ସ୍ନାତକ ଡିଗ୍ରୀ ହାସଲ କରିଛି ।



Wikipedia:Babel
or

ଏହି ସଭ୍ୟଙ୍କର ମାତୃଭାଷା; ଓଡ଼ିଆ

en-4 This user speaks English at a near-native level.
hi-1यह सदस्य हिन्दी भाषा का प्रारंभिक ज्ञान रखते हैं।
This user can contribute with a basic level of Hindi.
Search user languages

thank u bhai :) sanbi ra ୦୭:୩୨, ୨୦ February ୨୦୧୧ (UTC)Sanbiwiki

ପାଛୋଟା!

ଓଳିଗି, ଓଡ଼ିଆ ଉଇକିପିଡ଼ିଆକୁ ଆଶୁତୋଷ କର ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେରେ ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି! ସୁଭ ପା/Subhashish Panigrahi (ମୋ କଥା) ୧୭:୧୭, ୭ ମାର୍ଚ ୨୦୧୧ (UTC)


ଧନ୍ୟବାଦ ସୁଭ ପା , ନୁଆ କଥାଟି ଜଣିଲି ଆଶୁତୋଷ କର (Asutosh Kar) (ମୋ କଥା) ୧୪:୫୦, ୮ ମାର୍ଚ ୨୦୧୧ (UTC)

The Working Man's Barnstar ସମ୍ପାଦନା

The Working Man's Barnstar
This Barnstar is awarded to ଆଶୁତୋଷ କର for his tireless work. --Srikant Kedia ୨୦:୧୦, ୨୩ ମେ ୨୦୧୧ (UTC)

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ ସମ୍ପାଦନା


ଆଜ୍ଞା ନମସ୍କାର ଆଶୁତୋଷ କର,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୫୪, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର ଆଶୁତୋଷ କର,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୩୩, ୨୫ ଜାନୁଆରୀ ୨୦୧୪ (UTC)

ରଥଯାତ୍ରା ଗଣସମ୍ପାଦନାରେ ଯୋଗଦେବାପାଇଁ ନିମନ୍ତ୍ରଣ ସମ୍ପାଦନା

ରଥଯାତ୍ରା ଗଣସମ୍ପାଦନା ୨୦୧୬

ନମସ୍କାର, ପବିତ୍ର ରଥଯାତ୍ରା ଅବସରରେ ଆମେ ଆପଣଙ୍କ ସୁଖ ଓ ସମୃଦ୍ଧି କାମନା କରୁଛୁ । ଏହି ଜୁଲାଇ ମାସରେ ଜଗନ୍ନାଥ ସଂସ୍କୃତି ଉତ୍ସବମୁଖର ହୋଇଉଠିଛି । ଏହାକୁ ସ୍ମରଣୀୟ କରିବା ପାଇଁ ଏହି ଅବସରରେ ଓଡ଼ିଆ ଉଇକିପିଡ଼ିଆ ପାଳନ କରୁଛି "ରଥଯାତ୍ରା ଗଣସମ୍ପଦନା ୨୦୧୬"।

ଗତବର୍ଷର "ନବକଳେବର ଗଣସମ୍ପାଦନା" ସଫଳ ହେବାପରେ ଏହା ହେଉଛି ସଂସ୍କୃତି-ଭିତ୍ତିକ ଦ୍ଵିତୀୟ ଗଣସମ୍ପାଦନା । ଆପଣ ଜାଣି ଖୁସି ହେବେ ଯେ ଗତବର୍ଷର ଗଣସମ୍ପାଦନାରେ ଜଗନ୍ନାଥ ସଂସ୍କୃତି ସମ୍ବନ୍ଧିତ ୧୪୦ଟି ପ୍ରସଙ୍ଗ ନୂଆ ଓ ଉନ୍ନତ କରାଯାଇଥିଲା ଆଉ ସେହି ପ୍ରସଙ୍ଗଗୁଡ଼ିକ ଉଇକିପିଡ଼ିଆ ପାଇଁ ବହୁତ ଦରକାରୀ ଥିଲା । ତେବେ ଏବର୍ଷର "ରଥଯାତ୍ରା ଗଣସମ୍ପାଦନା" ଆରମ୍ଭ ହୋଇଯାଇଛି । ଜୁଲାଇ ୬ ରୁ ଅଗଷ୍ଟ ୪ ତାରିଖ ମାସେ କାଳ ଜଗନ୍ନାଥଙ୍କ ସମ୍ବନ୍ଧୀୟ ପ୍ରସଙ୍ଗମାନ ସମ୍ପାଦନା କରାଯାଇ ଓଡ଼ିଆ ଉଇକିପିଡ଼ିଆକୁ ସମୃଦ୍ଧ କରାଯିବ । ଆଶାକରୁଛୁ ଯେ ଆପଣ ଏଥିରେ ଭାଗନେଇ ଏହାକୁ ସଫଳ କରାଇବେ । ଗଣସମ୍ପାଦନା ବାବଦରେ ଅଧିକ ଜାଣିବା ଓ ଭାଗନେବା ପାଇଁ ଏହି ପୃଷ୍ଠାଟି ଦେଖନ୍ତୁ । କୌଣସି ସହାୟତା ଲୋଡୁଥିଲେ କିମ୍ବା ପ୍ରଶ୍ନ ଥିଲେ ଆମକୁ ପଚାରିପାରିବେ । ଧନ୍ୟବାଦ । ଜୟ ଜଗନ୍ନାଥ! --ନିଷ୍ଠାରଞ୍ଜନଦାଶtalk

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)