ରମେଶ ସୋରେନ

ଓଡ଼ିଆ ରାଜନୀତିଜ୍ଞ

ରମେଶ ସୋରେନ (ଜନ୍ମ: ୧୫ ଅକ୍ଟୋବର ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୭୪, ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରମେଶ ସୋରେନ
ବିଧାୟକ: ୬ଷ୍ଠ, ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୮୫
ନିର୍ବାଚନ ମଣ୍ଡଳୀଖୁଣ୍ଟା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1946-10-15) ୧୫ ଅକ୍ଟୋବର ୧୯୪୬ (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ବାପା/ବୋଉଦୁର୍ଗା ଚରଣ ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରମେଶ ସୋରେନ ୧୯୪୬ ମସିହାର ଅକ୍ଟୋବର ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୁର୍ଗା ଚରଣ ସୋରେନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରମେଶ ସୋରେନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଖୁଣ୍ଟା ଭାରତୀୟ ଜାତୀୟ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଖୁଣ୍ଟା ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଖୁଣ୍ଟା କଂଗ୍ରେସ (ଇ)

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Ramesh Soren". odishaassembly.nic.in. Odisha Assembly. Retrieved 14 September 2022.