ଅଜିତ ହେମ୍ବ୍ରମ
ଅଜିତ ହେମ୍ବ୍ରମ (୧ ଫେବୃଆରୀ ୧୯୬୬ - ୨୯ ଅପ୍ରେଲ ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଅଜିତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଅଜିତ ହେମ୍ବ୍ରମ | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ପଦ୍ମ ଚରଣ ହାଇବୁରୁ |
ପର ଅଧିକାରୀ | ବିଜୟ କୁମାର ନାୟକ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଫେବୃଆରୀ ୧, ୧୯୬୬ |
ମୃତ୍ୟୁ | ୨୯ ଅପ୍ରେଲ ୨୦୧୨ | (ବୟସ ୪୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ସବିତା ହେମ୍ବ୍ରମ |
ବାପା/ବୋଉ | ରଘୁନାଥ ହେମ୍ବ୍ରମ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାଅଜିତ ହେମ୍ବ୍ରମ ୧୯୬୬ ମସିହାର ଫେବୃଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ହେମ୍ବ୍ରମ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଇଞ୍ଜିନିୟରିଂରେ ଡିପ୍ଲୋମା । ତାଙ୍କ ପତ୍ନୀଙ୍କ ନାମ ସବିତା ହେମ୍ବ୍ରମ ।[୧]
ରାଜନୈତିକ ଜୀବନ
ସମ୍ପାଦନାଅଜିତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସମ୍ପାଦନାଅଜିତ ୨୦୧୨ ମସିହାର ଅପ୍ରେଲ ମାସ ୨୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୪୬ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Ajit Hembram". odishaassembly.nic.in. Odisha Assembly. Retrieved 7 September 2019.