ଅଜେନ ମୁର୍ମୁ
ଓଡ଼ିଆ ରାଜନୀତିଜ୍ଞ
ଅଜେନ ମୁର୍ମୁ (ଜନ୍ମ: ୮ ମଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ଅଜେନ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଅଜେନ ମୁର୍ମୁ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ସୁଦାମ ମାରାଣ୍ଡି |
ପର ଅଧିକାରୀ | ପୁରୁଷୋତ୍ତମ ନାଏକ |
ନିର୍ବାଚନ ମଣ୍ଡଳୀ | ବାଙ୍ଗିରିପୋଷି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୮ ମଇ ୧୯୬୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା |
ଜୀବନ ସାଥୀ | ଗୀତାମଣି ମୁର୍ମୁ |
ବାପା/ବୋଉ | କରଣ ମୁର୍ମୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାଅଜେନ ମୁର୍ମୁ ୧୯୬୮ ମସିହାର ମଇ ମାସ ୮ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କରଣ ମୁର୍ମୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧] ତାଙ୍କ ପତ୍ନୀଙ୍କ ନାମ ଗୀତାମଣି ମୁର୍ମୁ ।[୧]
ରାଜନୈତିକ ଜୀବନ
ସମ୍ପାଦନାଅଜେନ ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Ajen Murmu". odishaassembly.nic.in. Odisha Assembly. Retrieved 19 August 2019.