ଅନାମିକା ନାୟିକା
୨୦୨୨ ଓଡ଼ିଆ କଥାଚିତ୍ର
ଅନାମିକା ନାୟିକା, ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଦୀପକ ମିଶ୍ର ।[୨] ନିର୍ଦ୍ଦେଶକ ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୩]
ଅନାମିକା ନାୟିକା | |
---|---|
ନିର୍ଦ୍ଦେଶକ | ଅଶୋକ ପତି |
ପ୍ରଯୋଜକ | ଦୀପକ ମିଶ୍ର |
କଳାକାର | ଦେବାଶିଷ ପାତ୍ର ପ୍ରିୟା ଚୌଧୁରୀ ଏଲିନା ସାମନ୍ତରାୟ |
ସଙ୍ଗୀତ | ବିଭୂତି ଭୂଷଣ ଗଡ଼ନାୟକ |
ଚିତ୍ରଗ୍ରହଣ | ଆର୍. ଭଗତ ସିଂହ |
ସମ୍ପାଦକ | ପିଣ୍ଟୁ ନାୟକ |
ମୁକ୍ତିଲାଭ ତାରିଖ | ୧୬ ଜୁନ ୨୦୨୨ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦେବାଶିଷ ପାତ୍ର, ଏଲିନା ସାମନ୍ତରାୟ ଓ ପ୍ରିୟା ଚୌଧୁରୀ । ଏହି କଥାଚିତ୍ରଟି ୨୦୨୨ ମସିହାର ଜାନୁଆରୀ ୧୬ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା ।[୨]
ଅଭିନୟ
ସମ୍ପାଦନାକାହାଣୀ
ସମ୍ପାଦନାଗୀତ ଏବଂ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିଭୂତି ଭୂଷଣ ଗଡ଼ନାୟକ ।[୨] ଗୀତିକାର ଭରଦ୍ୱାଜ ପଣ୍ଡା ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । କୁଳଦୀପ ପଟ୍ଟନାୟକ, ଦୀପ୍ତିରେଖା ପାଢ଼ୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
ସମ୍ପାଦନାକ୍ରମ | ଗୀତ | ଗାୟକ | ସମୟ |
---|---|---|---|
1. | "ସବୁଦିନ ଏଇ ସ୍ୱପ୍ନ ଆସୁ" | କୁଳଦୀପ ପଟ୍ଟନାୟକ, ଦୀପ୍ତିରେଖା ପାଢ଼ୀ |
ଆଧାର
ସମ୍ପାଦନା- ↑ "୮ ମାସରେ ମୁକ୍ତିଲାଭ କରିଛି ୪୧ଟି ଓଡ଼ିଆ ସିନେମା". ସମ୍ବାଦ. sambad.in. 21 August 2022. Archived from the original on 25 October 2022. Retrieved 25 October 2022.
- ↑ ୨.୦ ୨.୧ ୨.୨ "ଆଜି ଫିଲ୍ମ 'ଅନାମିକା ନାୟିକା'ର ୱାର୍ଲ୍ଡ ଟିଭି ପ୍ରିମିୟର, ମୁଖ୍ୟ ଚରିତ୍ରରେ ଓଲିଉଡ ଦୁଇ ସୁନ୍ଦରୀ ନାୟିକା…". Prameya. ଭୁବନେଶ୍ୱର. 16 January 2022. Archived from the original on 16 January 2022. Retrieved 16 January 2022.
- ↑ "ନିର୍ମାଣ ହେଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର 'ଅନାମିକା ନାୟିକା'". Prameya. ଭୁବନେଶ୍ୱର. 27 October 2021. Archived from the original on 16 January 2022. Retrieved 16 January 2022.
- ↑ "ଆଉ ପଛରେ ନାହାନ୍ତି ଓଲିଉଡର ଲୋକପ୍ରିୟ ନାୟିକା ଏଲିନା | Sambad". ସମ୍ବାଦ. sambad.in. 29 October 2021. Archived from the original on 16 January 2022. Retrieved 16 January 2022.
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ଅନାମିକା ନାୟିକା