ଅନୁପ ସିଂହ ଦେଓ

ଓଡ଼ିଆ ରାଜନୀତିଜ୍ଞ

ଅନୁପ ସିଂହ ଦେଓ (୨୪ ଫେବୃଆରୀ ୧୯୨୦ - ୪ ଅକ୍ଟୋବର ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଆଠ ଥର କାର୍ଯ୍ୟ କରିଛନ୍ତି । ୧୯୫୨, ୧୯୫୭, ୧୯୬୧, ୧୯୬୭, ୧୯୭୧, ୧୯୭୪, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ାଖଡ଼ିଆଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ, ୩ୟ, ୪ର୍ଥ, ୫ମ, ୬ଷ୍ଠ, ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଅନୁପ ସିଂହ ଦେଓ
Anupa Singh Deo.jpg
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀକପିଳ ନାରାୟଣ ତିୱାରୀ
ପର ଅଧିକାରୀଦୁର୍ଯ୍ୟୋଧନ ମାଝି
ନିର୍ବାଚନ ମଣ୍ଡଳୀଖଡ଼ିଆଳ
ବିଧାୟକ: ୩ୟ, ୪ର୍ଥ, ୫ମ, ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୭
ପର ଅଧିକାରୀକପିଳ ନାରାୟଣ ତିୱାରୀ
ନିର୍ବାଚନ ମଣ୍ଡଳୀଖଡ଼ିଆଳ
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୧
ପର ଅଧିକାରୀଘାସିରାମ ମାଝି
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ୨୪ ଫେବୃଆରୀ ୧୯୨୦(1920-02-24)
ମୃତ୍ୟୁ୪ ଅକ୍ଟୋବର ୨୦୦୩(2003-10-04) (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱତନ୍ତ୍ର ପାର୍ଟି, ଉତ୍କଳ କଂଗ୍ରେସ
ଜୀବନ ସାଥୀଏସ୍.ଏମ୍. ଦେବୀ
ବାପା/ବୋଉରାଜା ଏ.ଟି. ଦେଓ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ଅନୁପ ସିଂହ ଦେଓ ୧୯୨୦ ମସିହାର ଫେବୃଆରୀ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜା ଏ.ଟି. ଦେଓ ଓ ପତ୍ନୀଙ୍କ ନାମ ଏସ୍.ଏମ୍. ଦେବୀ ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ଅନୁପ ସିଂହ ଦେଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି, ପୂର୍ବରୁ ସେ ସ୍ୱତନ୍ତ୍ର ପାର୍ଟି ଓ ଉତ୍କଳ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଆଠ ଥର କାର୍ଯ୍ୟ କରିଛନ୍ତି । ସେ ୧୯୫୨ ମସିହାରୁ ୧୯୫୭ ଯାଏଁ, ୧୯୬୫ରୁ ୧୯୬୭ ଯାଏଁ, ୧୯୮୫ରୁ ୧୯୮୬ ଓ ୧୯୮୯ ମସିହାରୁ ୧୯୯୦ ମସିହାଯାଏଁ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ନୂଆପଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ନୂଆପଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ଖଡ଼ିଆଳ ସ୍ୱତନ୍ତ୍ର ପାର୍ଟି
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଖଡ଼ିଆଳ ଭାରତୀୟ ଜାତୀୟ କଂଗ୍ରେସ
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ଖଡ଼ିଆଳ କଂଗ୍ରେସ (ଓ)
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଖଡ଼ିଆଳ ଉତ୍କଳ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଖଡ଼ିଆଳ ସ୍ୱାଧୀନ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ଖଡ଼ିଆଳ ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁସମ୍ପାଦନ କରନ୍ତୁ

ଅନୁପ ସିଂହ ଦେଓ ୨୦୦୩ ମସିହାର ଅକ୍ଟୋବର ୪ ତାରିଖରେ ୮୩ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ ୧.୨ "Shri Anupa Singh Deo". odishaassembly.nic.in. Odisha Assembly. Retrieved 19 June 2021.