ଅନ୍ତର୍ଯ୍ୟାମୀ ସାହୁ
ଓଡ଼ିଆ ରାଜନୀତିଜ୍ଞ
ଅନ୍ତର୍ଯ୍ୟାମୀ ସାହୁ (ମୃତ୍ୟୁ: ୧ ଅଗଷ୍ଟ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ପରାଧୀନ ଭାରତର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ସ୍ୱାଧୀନତା ପୂର୍ବରୁ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଅନ୍ତର୍ଯ୍ୟାମୀ ସାହୁ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ) | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ରଣପୁର |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ଅଗଷ୍ଟ ୧, ୨୦୦୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଅନ୍ତର୍ଯ୍ୟାମୀ ଭାରତ ସ୍ୱାଧୀନ ହେବା ପୂର୍ବରୁ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ଓଡ଼ିଶାରେ ହୋଇଥିବା ୨ୟ ସାଧାରଣ ନିର୍ବାଚନରେ ସେ ସ୍ୱାଧୀନ ପ୍ରାର୍ଥୀ ଭାବରେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ି ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ଏହି ବିଧାନ ସଭାରେ ସେ ୧୯୪୬ ମସିହାରୁ ୧୯୫୨ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସମ୍ପାଦନାଅନ୍ତର୍ଯ୍ୟାମୀ ସାହୁ ୨୦୦୩ ମସିହାର ଅଗଷ୍ଟ ମାସ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Antarjyami Sahu". odishaassembly.nic.in. Odisha Assembly. Retrieved 16 April 2020.