ଅରକ୍ଷିତ ନାଏକ

ଓଡ଼ିଆ ରାଜନୀତିଜ୍ଞ

ଅରକ୍ଷିତ ନାଏକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଅରକ୍ଷିତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ଭାରତ ସ୍ୱାଧୀତ ହେବା ପରେ ୧୯୫୨ ମସିହାରେ ହୋଇଥିବା ପ୍ରଥମ ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ-ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅରକ୍ଷିତ ନାଏକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଭାଗିରଥୀ ନାଏକ
ନିର୍ବାଚନ ମଣ୍ଡଳୀଅନୁଗୋଳ-ହିନ୍ଦୋଳ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଅରକ୍ଷିତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।

ଆଧାର ସମ୍ପାଦନା

  1. "Shri Arkhit Naik". odishaassembly.nic.in. Odisha Assembly. Retrieved 13 August 2020.