ଅର୍ଜୁନ ଦାସ (ରାଜନେତା)

ଓଡ଼ିଆ ରାଜ

ଅର୍ଜୁନ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଭାରତ ସ୍ୱାଧୀନ ହେବା ପରେ ଓଡ଼ିଶାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅର୍ଜୁନ ଦାସ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଆଶାରାମ ଭୋଇ, ଅଇଣ୍ଠୁ ସାହୁ
ନିର୍ବାଚନ ମଣ୍ଡଳୀପାଟଣାଗଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଅର୍ଜୁନ ଦାସ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Arjun Das". odishaassembly.nic.in. Odisha Assembly. Retrieved 19 September 2021.