ଅର୍ଜୁନ ନାଏକ (୨୦୧୭ ମୃତ୍ୟୁ)
ଓଡ଼ିଆ ରାଜନେତା
ଅର୍ଜୁନ ନାଏକ (୧ ଜୁଲାଇ ୧୯୨୫ - ୧୪ ଅପ୍ରେଲ ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅର୍ଜୁନ ନାଏକ | |
---|---|
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୬୭ | |
ପୂର୍ବ ଅଧିକାରୀ | ବିଜୁ ପଟ୍ଟନାୟକ |
ପର ଅଧିକାରୀ | ଅନନ୍ତ ନାରାୟଣ ସିଂହ ଦେଓ |
ନିର୍ବାଚନ ମଣ୍ଡଳୀ | ସୋରଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୨୫ |
ମୃତ୍ୟୁ | ୧୪ ଅପ୍ରେଲ ୨୦୧୭ | (ବୟସ ୯୧)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପଦ୍ମାବତୀ ଦେବୀ |
ବାପା/ବୋଉ | ସନ୍ୟାସୀ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଅର୍ଜୁନ ନାଏକ ୧୯୨୫ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସନ୍ୟାସୀ ନାଏକ ଓ ପତ୍ନୀଙ୍କ ନାମ ପଦ୍ମାବତୀ ଦେବୀ ।[୧]
ରାଜନୈତିକ ଜୀବନ
ସମ୍ପାଦନାଅର୍ଜୁନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାଅର୍ଜୁନ ୨୦୧୭ ମସିହାର ଅପ୍ରେଲ ୧୪ ତାରିଖରେ ୯୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Arjun Naik". odishaassembly.nic.in. Odisha Assembly. Retrieved 14 February 2021.