ଅର୍ଜୁନ ସିଂହ
ଓଡ଼ିଆ ରାଜନୀତିଜ୍ଞ
ଅର୍ଜୁନ ସିଂହ (୧୯୩୭ - ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅର୍ଜୁନ ସିଂହ | |
---|---|
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ନିର୍ବାଚନ ମଣ୍ଡଳୀ | ରାମଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜୁଲାଇ ୧୯୩୭ |
ମୃତ୍ୟୁ | ୧୯୭୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ଖଗେଶ୍ୱର ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଅର୍ଜୁନ ସିଂହ ୧୯୩୭ ମସିହାର ଜୁଲାଇ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଖଗେଶ୍ୱର ସିଂହ ।[୧]
ରାଜନୈତିକ ଜୀବନ
ସମ୍ପାଦନାଅର୍ଜୁନ ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାଅର୍ଜୁନ ସିଂହ ୧୯୭୪ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Arjuna Singh". odishaassembly.nic.in. Odisha Assembly. Retrieved 15 October 2022.