ଅଶ୍ୱିନୀ କୁମାର ଷଡ଼ଙ୍ଗୀ

ଓଡ଼ିଆ ରାଜନୀତିଜ୍ଞ
(ଅଶ୍ଵିନୀ କୁମାର ଷଡ଼ଙ୍ଗୀରୁ ଲେଉଟି ଆସିଛି)

ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଅଶ୍ୱିନୀ କୁମାର ଷଡ଼ଙ୍ଗୀ
ବିଧାୟକ: ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୫ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀଦେବେଶ ଆଚାର୍ଯ୍ୟ
ନିର୍ବାଚନ ମଣ୍ଡଳୀବରଗଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ଅଶ୍ୱିନୀ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୭,୭୬୬ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ଦେବେଶ ଆଚାର୍ଯ୍ୟଙ୍କୁ ୪,୭୭୨ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

  1. "General Election to Assembly Constituencies 2024: Bhadrak (Odisha)". Election Commission of India. Retrieved 11 June 2024.