ଅଶ୍ୱିନୀ କୁମାର ଗୁରୁ

ଓଡ଼ିଆ ରାଜନୀତିଜ୍ଞ

ଅଶ୍ୱିନୀ କୁମାର ଗୁରୁ (ଜନ୍ମ: ୧ ଅପ୍ରେଲ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଅଶ୍ୱିନୀ କୁମାର ଗୁରୁ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀଝସକେତନ ସାହୁ
ପର ଅଧିକାରୀଶ୍ରଦ୍ଧାକର ସୁପକାର
ନିର୍ବାଚନ ମଣ୍ଡଳୀସମ୍ବଲପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1954-04-01) ୧ ଅପ୍ରେଲ ୧୯୫୪ (ବୟସ ୭୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ (ଇ)
ବାପା/ବୋଉରଘୁନାଥ ଗୁରୁ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଅଶ୍ୱିନୀ ୧୯୫୪ ମସିହାର ଅପ୍ରେଲ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ଗୁରୁ ।[୨]

ରାଜନୈତିକ ଜୀବନ ସମ୍ପାଦନା

ଅଶ୍ୱିନୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]

ଆଧାର ସମ୍ପାଦନା

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ "Shri Aswini Kumar Guru". odishaassembly.nic.in. Odisha Assembly. Retrieved 31 August 2020.