ଆଇ ଲଭ୍ ମାଇଁ ଇଣ୍ଡିଆ

୨୦୦୬ର ଓଡ଼ିଆ କଥାଚିତ୍ର

ଆଇ ଲଭ୍ ମାଇଁ ଇଣ୍ଡିଆ, ୨୦୦୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଭୂତି ରାଉତରାୟ । ବିଜୟ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଂଗ୍ରାମ ବିଶ୍ୱାଳ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨][୩][୪]

ଆଇ ଲଭ୍ ମାଇଁ ଇଣ୍ଡିଆ
ନିର୍ଦ୍ଦେଶକସଂଗ୍ରାମ ବିଶ୍ୱାଳ
ପ୍ରଯୋଜକବିଭୂତି ରାଉତରାୟ
ସଂଳାପବିଜୟ ମିଶ୍ର
ଚିତ୍ରନାଟ୍ୟସଂଗ୍ରାମ ବିଶ୍ୱାଳ
କାହାଣୀସଂଗ୍ରାମ ବିଶ୍ୱାଳ
କଳାକାରବୁଦ୍ଧାଦିତ୍ୟ ମହାନ୍ତି, ନମ୍ରତା ଥାପା, ବିଜୟ ମହାନ୍ତି, ପିଣ୍ଟୁ ନନ୍ଦ, ମିହିର ଦାସ, ଦେବଯାନୀ, ଅପରାଜିତା ମହାନ୍ତି
ସଙ୍ଗୀତପ୍ରେମ ଆନନ୍ଦ
ଚିତ୍ରଗ୍ରହଣଶାମ୍ବା ଶିବା ରାଓ
ସମ୍ପାଦକଚନ୍ଦ୍ରଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୦୦୬
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବୁଦ୍ଧାଦିତ୍ୟ ମହାନ୍ତି ଏବଂ ନମ୍ରତା ଥାପା ।[୫] ବୁଦ୍ଧାଦିତ୍ୟ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ ।[୬] ଅକ୍ଷୟ ବସ୍ତିଆ, ଦେବୁ ବୋଷ, ମିହିର ଦାସ, ଦେବଯାନୀ, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ଉତ୍ତମ ମହାନ୍ତି, ପିଣ୍ଟୁ ନନ୍ଦ, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୨]

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦବିଜୟ ମଲ୍ଲ ଏହି କଥାଚିତ୍ରଟୀର ଗୀତ ରଚନା କରିଥିଲେ । କୁମାର ବାପି, ଇରା ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ ସମ୍ପାଦନା

କ୍ରମଗୀତସମୟ
1."ଆଇନାରେ ଦେଖିବୁନି ମୁହଁ" 
2."ଆଜି କାଇଁ ଲାଗେ ଏମିତି" 
3."ବଂଶୀଧାରି ବଂଶୀଧାରି" 
4."ଭଲ ମୁଁ ପାଉଚି (ନାରୀ)" 
5."ଭଲ ମୁଁ ପାଉଚି (ପୁରୁଷ)" 
6."ଦେ ଦେ ଦେରେ ପ୍ୟାର ଦେ" 

ଆଧାର ସମ୍ପାଦନା

  1. "ଓଲିଉଡ଼୍‍ରେ ଏକ ଲମ୍ବା ଇନିଂସ ଖେଳିବାକୁ ପ୍ରସ୍ତୁତ ଏହି ନାୟକ | Sambad". Sambad (in Odia). ଓଡ଼ିଶା. 9 September 2018. Archived from the original on 13 September 2018. Retrieved 10 September 2018.{{cite news}}: CS1 maint: unrecognized language (link)
  2. ୨.୦ ୨.୧ "ଏହି ନାୟକ ପ୍ରଥମ ସିନେମାରେ କହିଥିଲେ 'ଆଇ ଲଭ୍‌ ମାଇଁ ଇଣ୍ଡିଆ'". sambad.in. 26 January 2018. Retrieved 9 February 2018.
  3. ୩.୦ ୩.୧ "ଏହି ପପୁଲାର ନିର୍ଦ୍ଦେଶକଙ୍କ ସହ କାମ କରିନାହାନ୍ତି ଓଲିଉଡ ସୁପରଷ୍ଟାର ଅନୁଭବ". OdishaLIVE. 31 May 2018. Archived from the original on 27 March 2020. Retrieved 27 August 2018.
  4. "ସଂଗ୍ରାମଙ୍କ ସିନେମାରେ ନାହାନ୍ତି ବର୍ଷା". ସମ୍ବାଦ. 4 March 2023. p. 10. Archived from the original on 28 August 2023. Retrieved 28 August 2023.
  5. "ଦୁଇଟିରେ ଅନୁଭବଙ୍କ ସାଥ୍ ପାଇଛନ୍ତି ନମ୍ରତା". ନିର୍ଭୟ. 29 August 2022. p. 10. Archived from the original on 25 September 2023. Retrieved 25 September 2023.
  6. "ଏଥର ରଜ ବଜାରରେ ଦେଖିବାକୁ ମିଳିବେନି ଏହି ନାୟକ !". sambad.in. 24 April 2018. Retrieved 6 June 2018.
  7. "ଲେଉଟିଲେ ନମ୍ରତା , ଯାହାଙ୍କ ପାଇଁ ବସୁଧା ଚିରି ଆସିଲେ ନାୟକ". Sambad (in Odia). Odisha. 16 January 2019. Archived from the original on 27 October 2022. Retrieved 22 January 2019.{{cite news}}: CS1 maint: unrecognized language (link)

ବାହାର ଆଧାର ସମ୍ପାଦନା