ଇଏ ବି ଗୋଟେ ଲଭ୍ ଷ୍ଟୋରୀ

୨୦୨୧ ଓଡ଼ିଆ କଥାଚିତ୍ର


ଇଏ ବି ଗୋଟେ ଲଭ୍ ଷ୍ଟୋରୀ, ୨୦୨୧ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରମେଶ ବାରିକ ଓ କେ ତମନ୍ନା ।[୧] ଦେବୀଦତ୍ତ ମହାନ୍ତି ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ । ବି. ଚନ୍ଦନ କୁମାର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨] ସଙ୍ଗୀତକାର ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

ଇଏ ବି ଗୋଟେ ଲଭ୍ ଷ୍ଟୋରୀ
ନିର୍ଦ୍ଦେଶକମୃତ୍ୟୁଞ୍ଜୟ ସାହୁ
ପ୍ରଯୋଜକରମେଶ ବାରିକ
କେ ତମନ୍ନା
ସଂଳାପବି. ଚନ୍ଦନ କୁମାର
ଚିତ୍ରନାଟ୍ୟଦେବୀଦତ୍ତ ମହାନ୍ତି
କାହାଣୀଦେବୀଦତ୍ତ ମହାନ୍ତି
କଳାକାରରାଜ ରାଜେଶ ପଣ୍ଡା
ଦିବ୍ୟା ମହାନ୍ତି
ରାକେଶ ଦେଓ
ଦୀପିକା ତ୍ରିପାଠୀ
ପିଣ୍ଟୁ ନନ୍ଦ
ଗୁଡ୍ଡୁ
ସଙ୍ଗୀତଅଭିଜିତ ମଜୁମଦାର
ଚିତ୍ରଗ୍ରହଣଏସ୍. ରଞ୍ଜନ
ସମ୍ପାଦକରଞ୍ଜନ ଖଟେଇ
ମୁକ୍ତିଲାଭ ତାରିଖ
୨୦ ଜୁନ ୨୦୨୧
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାଜ ରାଜେଶ ପଣ୍ଡା, ଦିବ୍ୟା ମହାନ୍ତି, ରାକେଶ ଦେଓ ଓ ଦୀପିକା ତ୍ରିପାଠୀ ।[୨] ଆମେଲି ପଣ୍ଡା, ପିଣ୍ଟୁ ନନ୍ଦ, ପ୍ରତିଭା ନନ୍ଦ, ଭୂପତି ତ୍ରିପାଠୀ, ଗୁଡ୍ଡୁ, ଶଙ୍କର ପ୍ରଧାନ, କୁନୁର, ସୁଶିଲ ମିଶ୍ର ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୩]

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର[୨] ନିର୍ମଳ ନାୟକ, ତପୁ ନାୟକ, ଦେବୀଦତ୍ତ ମହାନ୍ତି ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ହ୍ୟୁମାନ ସାଗର, ସ୍ୱୟମ ପାଢ଼ୀ, ସତ୍ୟଜିତ ପ୍ରଧାନ, ତାରିକ୍ ଅଜିଜ୍, ଜାଗୃତି ମିଶ୍ର, ଅମ୍ରିତା ନାୟକ, ଶ୍ୱେତା ମିଶ୍ର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ ସମ୍ପାଦନା

କ୍ରମଗୀତକବିଗାୟକସମୟ
1."ଆମ ଛୋଟ ଛୋଟ ଦୁଷ୍ଟାମୀ"ତପୁ ନାୟକହ୍ୟୁମାନ ସାଗର, ଅମ୍ରିତା ନାୟକ 
2."ଏ ବଦମାସ ଓଠ"ଦେବୀଦତ୍ତ ମହାନ୍ତିସତ୍ୟଜିତ ପ୍ରଧାନ, ତାରିକ୍ ଅଜିଜ୍, ଶ୍ୱେତା ମିଶ୍ର, ଜାଗୃତି ମିଶ୍ର 
3."ତୋ ବହିର ଚାପ୍ଟର"ନିର୍ମଳ ନାୟକସ୍ୱୟମ ପାଢ଼ୀ 

ଆଧାର ସମ୍ପାଦନା

  1. "ଏହି ଲୋକପ୍ରିୟ ପ୍ରଯୋଜକଙ୍କର ନିର୍ଦ୍ଦେଶକ ହେବାର ଥିଲା ସ୍ୱପ୍ନ | Sambad". ସମ୍ବାଦ. sambad.in. 12 November 2021. Archived from the original on 16 December 2021. Retrieved 16 December 2021. {{cite news}}: |archive-date= / |archive-url= timestamp mismatch; 14 ନଭେମ୍ବର 2021 suggested (help)
  2. ୨.୦ ୨.୧ ୨.୨ "Ea Bi Gote Love Story Odia Movie Cast, Crews, Release Date, Poster, HD Videos, Info, Reviews". Odia360.Com (in English). 18 June 2021. Archived from the original on 9 December 2021. Retrieved 9 December 2021.{{cite news}}: CS1 maint: unrecognized language (link)
  3. "Odia film released in 2021 complete List". Odia Live (in English). 9 February 2021. Archived from the original on 13 December 2021. Retrieved 13 December 2021.{{cite news}}: CS1 maint: unrecognized language (link)
  4. "ସିଲେକ୍ଟ ହେଲେ, କିନ୍ତୁ ଦୁଃଖରେ କାନ୍ଦିଥିଲେ". Odisha Reporter. ଭୁବନେଶ୍ୱର. 29 November 2021. Archived from the original on 9 December 2021. Retrieved 9 December 2021.
  5. "ଯଦି ଆପଣଙ୍କୁ ସିନେମା ଓ ଧାରାବାହିକ ଭିତରୁ ଗୋଟିଏକୁ ଚୟନ କରିବାକୁ ପଡ଼େ ତେବେ କେଉଁଟିକୁ ବାଛିବେ ? | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 21 January 2020. Archived from the original on 7 January 2022. Retrieved 7 January 2022.

ବାହାର ଆଧାର ସମ୍ପାଦନା