ଉଇକିପିଡ଼ିଆ:ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଗଣ-ସମ୍ପାଦନା ୨୦୨୨/ନିୟମାବଳୀ

 ମୁଖ୍ୟପୃଷ୍ଠା ନିୟମାବଳୀ ଆଲୋଚନା ପ୍ରସଙ୍ଗ ତାଲିକା ଅଂଶଗ୍ରହଣ କରିଥିବା ଉଇକିଆଳି 
  1. ଏହି ପ୍ରସଙ୍ଗ ତାଲିକାରୁ ପ୍ରସଙ୍ଗଟିଏ ବାଛିପାରିବେ ।
  2. ନୂଆ ପ୍ରସଙ୍ଗ ଗଢ଼ୁଥିଲେ ସେଥିରେ ଅତି କମରେ *୩୦୦ ଶବ୍ଦ* ଯୋଡ଼ିବେ ଓ ୩ରୁ ଅଧିକ ଆଧାର ଦେବେ ।
  3. ପୁରୁଣା ପ୍ରସଙ୍ଗରେ ଅଧିକ ତଥ୍ୟ ଓ ଆଧାର ଯୋଡ଼ୁଥିଲେ ୩୦୦ରୁ ଅଧିକ ଶବ୍ଦ ଯୋଡ଼ିବେ ଓ ୩ରୁ ଅଧିକ ଆଧାର ଦେବେ ।
  4. ଆଧାର ଭରସାଯୋଗ୍ୟ (ପ୍ରତିଷ୍ଠିତ ଖବରକାଗଜ, ଜଣାଶୁଣା ବହି ଓ ପତ୍ରପତ୍ରିକା, ୱେବସାଇଟ ଜର୍ଣ୍ଣାଲ ଆଦି ସାଧାରଣତଃ ଗ୍ରହଣୀୟ; ବ୍ୟକ୍ତିଗତ ବ୍ଲଗ କିମ୍ବା ମନ୍ତବ୍ୟ ଅଯୋଗ୍ୟ) ହେବା ନିତାନ୍ତ ଆବଶ୍ୟକ ।

ପ୍ରସଙ୍ଗ ଯୋଡ଼ନ୍ତୁ ସମ୍ପାଦନା