ଉଇକିପିଡ଼ିଆ:କର୍ମଶାଳା/ବାଲେଶ୍ୱର
ଉଇକିପିଡ଼ିଆ:Meetup/Baleswar/Invite ଉଇକିପିଡ଼ିଆ କର୍ମଶାଳା ଦେଇ ଆମେ ଓଡ଼ିଆ ଉଇକିପିଡ଼ିଆକୁ ଅଧିକ ଲୋକଙ୍କ ପାଖରେ ପହଞ୍ଚେଇବାର ଚେଷ୍ଟା କରିଥାଉ, ଓଡ଼ିଆ ଉଇକିପିଡ଼ିଆ ଉପରେ ନାନା ଆଲୋଚନା କରିଥାଉ ଓ ଆଗକୁ ବଢାଇବାର ବାଟ ତିଆରି କରିଥାଉ । ଯଦି ଆପଣ ବାଲେଶ୍ଵର ଓ ବାଲେଶ୍ଵର ବାହାରେ ଓଡ଼ିଆ ଉଇକିପିଡ଼ିଆ ଓ ବାକି ଉଇକିମିଡ଼ିଆ ପ୍ରକଳ୍ପସବୁର ବିକାଶ ପାଇଁ ଇଛୁକ ତେବେ ଏଥିରେ ଭାଗ ନିଅନ୍ତୁ ।
ଜନସଚେତନତା
ସମ୍ପାଦନାଅଧିକରୁ ଅଧିକ ଲୋକଙ୍କୁ ଭେଟି ସେହି ଆଗ୍ରହୀ ଲୋକଙ୍କ ପାଖରେ ଏଇ କଥାଟିକୁ ସଭିଙ୍କ ପାଖରେ ପହଞ୍ଚାନ୍ତୁ, ଯେଉଁ ଉଇକିଆଳିମାନେ ବାଲେଶ୍ଵରରେ ହେଉଥିବା କରମଶାଳା, ଓଡ଼ିଶାରେ ଥିବା ଉଇକିଆଳି, WikiProject India, ଓଡିଶା ଉଇକି ପ୍ରକଳ୍ପରେ, ଭାଗ ନେବାକୁ ଚାହାନ୍ତି ସେମାନେ ବାଲେଶ୍ଵରର ଆଲୋଚନାରେ ନାଆଁ ଲେଖାଇ ପାରିବେ ।
ମେଲ ତାଲିକା
ସମ୍ପାଦନାଯଦି ଆପଣ ଆଗ୍ରହୀ ତେବେ ଏହି ମେଲ ତାଲିକାରେ ଯୋଗ ଦିଅନ୍ତୁ https://lists.wikimedia.org/mailman/listinfo/wikipedia-or
ଆଗକୁ ହେବାକୁ ଥିବା କର୍ମଶାଳା
ସମ୍ପାଦନାକେମିତି କରିବେ ଓଡ଼ିଆ ଉଇକିପିଡ଼ିଆ ମେଳଣ
ସମ୍ପାଦନାଓଡ଼ିଆ ଉଇକିପିଡ଼ିଆ ମେଳଣସବୁ ସ୍ଵେଚ୍ଛାସେବୀ ମାନଙ୍କ ଦେଇ କରାଯାଇଥାଏ । ଯଦି ଆପଣ ଆଗ୍ରହୀ ତେବେ ନିଜ ଜାଗାରେ ବି ଏହା କରିପାରିବେ ।
ଏଠାରେ ଓଡ଼ିଆ ଉଇକି କର୍ମଶାଳାରେ ଉଇକି ବିଷୟରେ ବୁଝାଇବା ପାଇଁ PDF ଟିଏ ରଖାଯାଇଛି ଯାହା ଆପଣ ଡାଉନଲୋଡ଼ କରି ବ୍ୟବହାର କରିପାରିବେ ।
ଆଗରୁ ହୋଇଥିବା କର୍ମଶାଳା
ସମ୍ପାଦନାସୂଚନା
ସମ୍ପାଦନାଯଦି ଆଗକୁ ହେବାକୁ ଥିବା ମେଳଣରେ ଭାଗନେବାକୁ ଚାହାନ୍ତି ତେବେ ଏଠାରେ ନିଜର ଇଉଜର ନାଆଁ ଲେଖନ୍ତୁ, ଆସନ୍ତା ମେଳଣ ଆଗରୁ ଆପଣଙ୍କୁ ଜଣାଇଦିଆଯିବ