ଉଇକିପିଡ଼ିଆ:ମାସର ବଛା ଲେଖା

ସେପ୍ଟେମ୍ବର ମାସର ବଛାଲେଖା

କୋଣାର୍କ ସୂର୍ଯ୍ୟ ମନ୍ଦିର

କୋଣାର୍କ ସୂର୍ଯ୍ୟ ମନ୍ଦିର ଭାରତ ଅନ୍ତର୍ଗତ ଓଡ଼ିଶାର ପୁରୀ ଜିଲ୍ଲାରେ ଥିବା ଏକ ପୁରୁଣା ମନୋରମ ମନ୍ଦିର । ଏହାର କୋଣାର୍କ ସହରରେ ଅବସ୍ଥିତ । କୋଣାର୍କ ମନ୍ଦିର ହେଉଛି ସ୍ଥାପତ୍ୟ, ବୈଷୟିକ ଜ୍ଞାନ, ଶିଳ୍ପକଳା ଓ ସର୍ବୋପରି ଗୋଟିଏ ଉଚ୍ଚ ଜୀବନାଦର୍ଶର ଅପୂର୍ବ ସମନ୍ଵୟ । ଏପରି ସୃଷ୍ଟି ଖାଲି ଓଡ଼ିଶାରେ ନୁହେଁ, ସାରା ବିଶ୍ଵରେ ସମ୍ଭବ ହୋଇ ପାରିନାହିଁ । ତ୍ରୟୋଦଶ ଶତାବ୍ଦୀରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବ(୧୨୩୮ରୁ ୧୨୫୦ ଖ୍ରୀଷ୍ଟାବ୍ଦ) ଙ୍କଦ୍ୱାରା ନିର୍ମିତ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ । ଏହାକୁ କୃଷ୍ଣ ପାଗୋଡ଼ା ମଧ୍ୟ କୁହାଯାଏ । ଏହି ମନ୍ଦିର ହେଉଛି ଗଙ୍ଗ ବଂଶର କଳିଙ୍ଗୀୟ (ଓଡ଼ିଆ) ସ୍ଥାପତ୍ୟ କଳାର ଏକ ନିଦର୍ଶନ । ଏହି ମନ୍ଦିରଟି ଭାରତର କେତୋଟି ବହୁ ପ୍ରସିଦ୍ଧ ମନ୍ଦିର ମାନଙ୍କ ଭିତରୁ ଅନ୍ୟତମ ଏବଂ ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହା ଅନ୍ୟତମ ।


ପୁରା ପଢନ୍ତୁ...


ଆଗାମୀ ମାସର ବଛା ଲେଖା ଅନୁରୋଧ ସମ୍ପାଦନ କରନ୍ତୁ

ଓଡ଼ିଆ ଉଇକିପିଡ଼ିଆର କୌଣସି ପ୍ରସଙ୍ଗକୁ ଆସନ୍ତା ଏକ ମାସର ବଛାଲେଖା ଭାବେ ପ୍ରଧାନ ପୃଷ୍ଠାରେ ସ୍ଥାନିତ କରିବାକୁ ଚାହୁଁଥିଲେ, ତଳେ ଥିବା ତାଲିକାରେ ସେହି ମାସ ନିମନ୍ତେ ନିଜ ମନୋନୀତ ପ୍ରସଙ୍ଗଟିର ନାମ ଲେଖନ୍ତୁ ।

ମାସର ବଛା ଲେଖା ଅନୁରୋଧ, ୨୦୧୬ ସମ୍ପାଦନ କରନ୍ତୁ

ଜାନୁଆରୀ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ:

ଫେବୃଆରୀ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ: ହ୍ଵାଟ୍ସଅପ୍ --T3knikalteenager (ମୋ ଆଲୋଚନା) ୦୭:୦୮, ୨ ଫେବୃଆରୀ ୨୦୧୬ (IST)Reply[reply]

 N ବିଳମ୍ବ ମନୋନୟନ ଯୋଗୁଁ ସମ୍ଭବ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୯:୫୭, ୨୩ ମାର୍ଚ୍ଚ ୨୦୧୬ (IST)Reply[reply]

ପ୍ରସଙ୍ଗର ନାମ: ଗାନ୍ଧୀ ତିରୋଧାନ--Aliva Sahoo ୨୩:୫୨, ୨ ଫେବୃଆରୀ ୨୦୧୬ (IST)

 N ବିଳମ୍ବ ମନୋନୟନ ଯୋଗୁଁ ସମ୍ଭବ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୯:୫୭, ୨୩ ମାର୍ଚ୍ଚ ୨୦୧୬ (IST)Reply[reply]

ମାର୍ଚ୍ଚ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ: ଦୋଳପର୍ବ

 N ବିଳମ୍ବ ମନୋନୟନ ଯୋଗୁଁ ସମ୍ଭବ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୯:୫୭, ୨୩ ମାର୍ଚ୍ଚ ୨୦୧୬ (IST)Reply[reply]

ଅପ୍ରେଲ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ: ଓଡ଼ିଶା ବିଷୟଟି କାରଣ ଅପ୍ରେଲ ମାସରେ ଓଡ଼ିଶା ଦିବସ ପାଳନ କରାଯାଏ - ମୋର ମନୋନୀତ ବଛା ଲେଖା । -Pmsarangi (ମୋ ଆଲୋଚନା) ୧୪:୦୯, ୨୩ ମାର୍ଚ୍ଚ ୨୦୧୬ (IST)Reply[reply]

Rajalaxmi Mishra ପ୍ରସଙ୍ଗଟିକୁ ଆର ମାସକୁ ରଖିଲେ ଭଲ ହେବ ।--Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୦୧:୫୩, ୨୮ ମାର୍ଚ୍ଚ ୨୦୧୬ (IST)Reply[reply]
ରାଜଲକ୍ଷ୍ମୀ, ଜ୍ଞାନ ଭାଇଙ୍କ ସହ ସହମତ, ମଇ ମାସର ବଛାଲେଖା ପାଇଁ ସମର୍ଥନ, ଏମିତିରେ ବି ପ୍ରସଙ୍ଗର କିଛି ଭାଗଲେଖା ବାକି ଅଛି ପରି ଲାଗୁଛି, ସେତେବେଳକୁ ସରିଯାଇଥିବ । --ଆଦିତ୍ୟ ମହାର (ଆଲୋଚନା) ୧୦:୪୯, ୨୮ ମାର୍ଚ୍ଚ ୨୦୧୬ (IST)Reply[reply]
ଠିକ୍ ଅଛି। No problem। --Rajalaxmi Mishra (ମୋ ଆଲୋଚନା) ୧୨:୩୫, ୨୮ ମାର୍ଚ୍ଚ ୨୦୧୬ (IST)Reply[reply]
  ସମର୍ଥନ, ୟା ପର ମାସରେ ଆନି ବେସାନ୍ତ ରଖିଲେ ଭଲ ହେବ ।--Jnanaranjan Sahu (ଜ୍ଞାନ) ମୋତେ କିଛି କହିବେ ୦୧:୪୯, ୨୮ ମାର୍ଚ୍ଚ ୨୦୧୬ (IST)Reply[reply]
  ସମର୍ଥନ --ଆଦିତ୍ୟ ମହାର (ଆଲୋଚନା) ୧୦:୪୯, ୨୮ ମାର୍ଚ୍ଚ ୨୦୧୬ (IST)Reply[reply]

ମଇ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ:ଓଡ଼ିଆ ନୂଆବର୍ଷ ବା ପଣା ସଂକ୍ରାନ୍ତି ଅଥବା ହନୁମାନ ଜୟନ୍ତୀ - ମୋର ମନୋନୀତ ବଛା ଲେଖା । --Pmsarangi (ମୋ ଆଲୋଚନା) ୧୪:୧୮, ୨୩ ମାର୍ଚ୍ଚ ୨୦୧୬ (IST)Reply[reply]

ଜୁନ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ: ଅଟାରୀ--Adyasha1994 (ମୋ ଆଲୋଚନା)

: N ବଛା ଲେଖା ନିମନ୍ତେ ଉପଯୁକ୍ତ ମାନର ପ୍ରସଙ୍ଗ ନୁହେଁ ।--ମୃତ୍ୟୁଞ୍ଜୟ କର (ମୋ ଆଲୋଚନା) ୦୦:୪୫, ୧ ଜୁନ ୨୦୧୬ (IST)Reply[reply]

ଜୁଲାଇ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ:ବନ୍ଧୁତା--Abha S Pradhan (ମୋ ଆଲୋଚନା) ୦୩:୨୫, ୨୮ ମଇ ୨୦୧୬ (IST)Reply[reply]

ଅଗଷ୍ଟ ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ:ସରବଜିତ ସିଂ--Subharajit Jena (ମୋ ଆଲୋଚନା)

ସେପ୍ଟେମ୍ବର ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ଅକ୍ଟୋବର ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ:

ନଭେମ୍ବର ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ:

ଡିସେମ୍ବର ପାଇଁ ମନୋନୟନ ସମ୍ପାଦନ କରନ୍ତୁ

ପ୍ରସଙ୍ଗର ନାମ: