ଉଦଣ୍ଡୀ ସୀତା

୧୯୯୨ର ଓଡ଼ିଆ କଥାଚିତ୍ର

ଉଦଣ୍ଡୀ ସୀତା, ୧୯୯୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୩] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବି ସ୍ୱାଇଁ ।[୩] ଗୋପାଳ ଦେ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅବତାର ସିଂହହ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୪]

ଉଦଣ୍ଡୀ ସୀତା
ନିର୍ଦ୍ଦେଶକଅବତାର ସିଂହ
ପ୍ରଯୋଜକରବି ସ୍ୱାଇଁ
ସଂଳାପଗୋପାଳ ଦେ
ଚିତ୍ରନାଟ୍ୟଅବତାର ସିଂହହ
କଳାକାରଉତ୍ତମ ମହାନ୍ତି
ଅପରାଜିତା ମହାନ୍ତି
ରାଇମୋହନ ପରିଡ଼ା
ଜୟୀରାମ ସାମଲ
ବିଜୟ ମହାନ୍ତି
ଅଶ୍ରୁମୋଚନ ମହାନ୍ତି
ସଙ୍ଗୀତଅକ୍ଷୟ ମହାନ୍ତି
ଚିତ୍ରଗ୍ରହଣଶାମ୍ବା ଶିବା ରାଓ
ସମ୍ପାଦକଦେବେନ ମିଶ୍ର[୧][୨]
ମୁକ୍ତିଲାଭ ତାରିଖ
୧୯୯୨
ଦେଶ ଭାରତ
ଭାଷାଓଡ଼ିଆ

ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ରାଇମୋହନ ପରିଡ଼ା, ଜୟୀରାମ ସାମଲ, ବିଜୟ ମହାନ୍ତି, ଦୁର୍ଲଭ ସିଂହ, ଅଶ୍ରୁମୋଚନ ମହାନ୍ତି, ନେତ୍ରାନନ୍ଦ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି । ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ଟି. ସୌରୀ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କଣ୍ଠଦାନ କରିବା ଆରମ୍ଭ କରିଥିଲେ ।[୩]

ଗୀତ ସମ୍ପାଦନା

କ୍ରମଗୀତସମୟ
1."ସୀତା ଲୋ ଆଜି ଜଳୁଛି" 

ଆଧାର ସମ୍ପାଦନା

  1. "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
  2. "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
  3. ୩.୦ ୩.୧ ୩.୨ "ଯେଉଁ ଗୀତଟି ଟି-ସୌରୀଙ୍କୁ ଷ୍ଟାର ବନାଇଥିଲା - Odisha Live". DailyHunt (in Odia). Odisha: Odisha.live. 21 May 2018. Archived from the original on 13 October 2020. Retrieved 14 January 2019.{{cite news}}: CS1 maint: unrecognized language (link)
  4. "Ollywood Release – Odia Movies Mun Khanti Odia Jhia & Bhairab - EnewsOdia.Com". enewsodia.com/. Odisha: E News ଓଡ଼ିଆ. 8 September 2017. Archived from the original on 23 June 2019. Retrieved 16 January 2019.
  5. "ଓଲିଉଡ୍‌କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.{{cite news}}: CS1 maint: unrecognized language (link)

ବାହାର ଆଧାର ସମ୍ପାଦନା