ଉଦଣ୍ଡୀ ସୀତା
୧୯୯୨ର ଓଡ଼ିଆ କଥାଚିତ୍ର
ଉଦଣ୍ଡୀ ସୀତା, ୧୯୯୨ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୩] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବି ସ୍ୱାଇଁ ।[୩] ଗୋପାଳ ଦେ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅବତାର ସିଂହହ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୪]
ଉଦଣ୍ଡୀ ସୀତା | |
---|---|
ନିର୍ଦ୍ଦେଶକ | ଅବତାର ସିଂହ |
ପ୍ରଯୋଜକ | ରବି ସ୍ୱାଇଁ |
ସଂଳାପ | ଗୋପାଳ ଦେ |
ଚିତ୍ରନାଟ୍ୟ | ଅବତାର ସିଂହହ |
କଳାକାର | ଉତ୍ତମ ମହାନ୍ତି ଅପରାଜିତା ମହାନ୍ତି ରାଇମୋହନ ପରିଡ଼ା ଜୟୀରାମ ସାମଲ ବିଜୟ ମହାନ୍ତି ଅଶ୍ରୁମୋଚନ ମହାନ୍ତି |
ସଙ୍ଗୀତ | ଅକ୍ଷୟ ମହାନ୍ତି |
ଚିତ୍ରଗ୍ରହଣ | ଶାମ୍ବା ଶିବା ରାଓ |
ସମ୍ପାଦକ | ଦେବେନ ମିଶ୍ର[୧][୨] |
ମୁକ୍ତିଲାଭ ତାରିଖ | ୧୯୯୨ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ରାଇମୋହନ ପରିଡ଼ା, ଜୟୀରାମ ସାମଲ, ବିଜୟ ମହାନ୍ତି, ଦୁର୍ଲଭ ସିଂହ, ଅଶ୍ରୁମୋଚନ ମହାନ୍ତି, ନେତ୍ରାନନ୍ଦ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
ସମ୍ପାଦନାଗୀତ ଏବଂ ସଙ୍ଗୀତ
ସମ୍ପାଦନାଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି । ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ଟି. ସୌରୀ ଏହି କଥାଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ କଣ୍ଠଦାନ କରିବା ଆରମ୍ଭ କରିଥିଲେ ।[୩]
ଗୀତ
ସମ୍ପାଦନାକ୍ରମ | ଗୀତ | ସମୟ |
---|---|---|
1. | "ସୀତା ଲୋ ଆଜି ଜଳୁଛି" |
ଆଧାର
ସମ୍ପାଦନା- ↑ "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
- ↑ "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
- ↑ ୩.୦ ୩.୧ ୩.୨ "ଯେଉଁ ଗୀତଟି ଟି-ସୌରୀଙ୍କୁ ଷ୍ଟାର ବନାଇଥିଲା - Odisha Live". DailyHunt (in Odia). Odisha: Odisha.live. 21 May 2018. Archived from the original on 13 October 2020. Retrieved 14 January 2019.
{{cite news}}
: CS1 maint: unrecognized language (link) - ↑ "Ollywood Release – Odia Movies Mun Khanti Odia Jhia & Bhairab - EnewsOdia.Com". enewsodia.com/. Odisha: E News ଓଡ଼ିଆ. 8 September 2017. Archived from the original on 23 June 2019. Retrieved 16 January 2019.
- ↑ "ଓଲିଉଡ୍କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.
{{cite news}}
: CS1 maint: unrecognized language (link)
ବାହାର ଆଧାର
ସମ୍ପାଦନା- ଇଣ୍ଟରନେଟ ମୁଭି ଡାଟାବେସରେ ଉଦଣ୍ଡୀ ସୀତା