ଉଦୟନାଥ ନାଏକ

ଓଡ଼ିଆ ରାଜନୀତିଜ୍ଞ

ଉଦୟନାଥ ନାଏକ (୧୦ ଅଗଷ୍ଟ ୧୯୩୪ - ୨ ଡିସେମ୍ବର ୧୯୮୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗନ୍ନାଥପ୍ରସାଦ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଉଦୟନାଥ ନାଏକ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ନିର୍ବାଚନ ମଣ୍ଡଳୀଜଗନ୍ନାଥପ୍ରସାଦ
ବିଧାୟକ: ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୧
ନିର୍ବାଚନ ମଣ୍ଡଳୀଜଗନ୍ନାଥପ୍ରସାଦ
ବ୍ୟକ୍ତିଗତ ସବିଶେଷ
ଜନ୍ମ(1934-08-10)୧୦ ଅଗଷ୍ଟ ୧୯୩୪
ମୃତ୍ୟୁ୨ ଡିସେମ୍ବର ୧୯୮୪(1984-12-02) (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀମହାଦେଇ ନାଏକ
ବାପା/ବୋଉବାଉଁଶୁଣୀ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଉଦୟନାଥ ନାଏକ ୧୯୩୪ ମସିହାର ଅଗଷ୍ଟ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଉଁଶୁଣୀ ନାଏକ ଓ ପତ୍ନୀଙ୍କ ନାମ ମହାଦେଇ ନାଏକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଉଦୟନାଥ ନାଏକ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜାତୀୟ କଂଗ୍ରେସରେ ଓ ପରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ଜଗନ୍ନାଥପ୍ରସାଦ ଭାରତୀୟ ଜାତୀୟ କଂଗ୍ରେସ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଜଗନ୍ନାଥପ୍ରସାଦ ଭାରତୀୟ ଜାତୀୟ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଜଗନ୍ନାଥପ୍ରସାଦ ଜନତା ପାର୍ଟି

ମୃତ୍ୟୁ ସମ୍ପାଦନା

ଉଦୟନାଥ ନାଏକ ୧୯୮୪ ମସିହାର ଡିସେମ୍ବର ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Udayanath Naik". odishaassembly.nic.in. Odisha Assembly. Retrieved 23 September 2022.