ଉଦୟନାଥ ନାୟକ
ଭାରତୀୟ ଓଡ଼ିଆ-ଭାଷୀ ଲେଖକ
(ଉଦୟ ନାଥ ନାୟକରୁ ଲେଉଟି ଆସିଛି)
ଉଦୟନାଥ ନାୟକ (ଜନ୍ମ: ୧୦ ଡିସେମ୍ବର ୧୯୪୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ହିଞ୍ଜିଳି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଉଦୟନାଥ ନାୟକ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ହରିହର ସାହୁ |
ପର ଅଧିକାରୀ | ନବୀନ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ହିଞ୍ଜିଳି |
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ବୃନ୍ଦାବନ ନାୟକ |
ପର ଅଧିକାରୀ | ହରିହର ସାହୁ |
ନିର୍ବାଚନ ମଣ୍ଡଳୀ | ହିଞ୍ଜିଳି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୦ ଡିସେମ୍ବର ୧୯୪୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଇନ୍ଦିରା ନାୟକ |
ବାପା/ବୋଉ | ବୃନ୍ଦାବନ ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଉଦୟନାଥ ନାୟକ ୧୯୪୯ ମସିହାର ଡିସେମ୍ବର ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୃନ୍ଦାବନ ନାୟକ ଓ ପତ୍ନୀଙ୍କ ନାମ ଇନ୍ଦିରା ନାୟକ ।[୧] ତାଙ୍କ ବାପା ମଧ୍ୟ ଜଣେ ରାଜନେତା ଥିଲା, ଯିଏକ ଓଡ଼ିଶା ବିଧାନ ସଭାକୁ ୮ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ।
ରାଜନୈତିକ ଜୀବନ
ସମ୍ପାଦନାଉଦୟ ନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Udayanath Nayak". odishaassembly.nic.in. Odisha Assembly. Retrieved 20 February 2021.