ଏ ମନ ମାନେନା
ଏ ମନ ମାନେନା, ୨୦୦୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କୁମାର ଏବଂ ରାମଚନ୍ଦ୍ର ମହାପାତ୍ର । ରାଜଲକ୍ଷ୍ମୀ ପ୍ରିୟଦର୍ଶିନୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏନ୍. ପାଢ଼ୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧]
ଏ ମନ ମାନେନା | |
---|---|
ନିର୍ଦ୍ଦେଶକ | ଏନ୍. ପାଢ଼ୀ |
ପ୍ରଯୋଜକ | ବିଜୟ କୁମାର, ରାମଚନ୍ଦ୍ର ମହାପାତ୍ର |
ସଂଳାପ | ରଜନୀ ରଞ୍ଜନ |
ଚିତ୍ରନାଟ୍ୟ | ଏନ୍. ପାଢ଼ୀ |
କାହାଣୀ | ରାଜଲକ୍ଷ୍ମୀ ପ୍ରିୟଦର୍ଶିନୀ |
କଳାକାର | ଅରିନ୍ଦମ ରାୟ ଦୁଷ୍ମନ୍ତ ପଣ୍ଡା ବର୍ଷା ପ୍ରିୟଦର୍ଶିନୀ କାଜଲ ମିଶ୍ର ମିହିର ଦାସ |
ସଙ୍ଗୀତ | ସ୍ୱରୂପ ନାୟକ |
ଚିତ୍ରଗ୍ରହଣ | ଏ. ରଙ୍ଗନାଥନ୍ |
ସମ୍ପାଦକ | ସି. ମାଣିକ୍ ରାଓ |
ମୁକ୍ତିଲାଭ ତାରିଖ | ୨୦୦୭ |
ଦେଶ | ![]() |
ଭାଷା | ଓଡ଼ିଆ |
ଏହି କତାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ, ଦୁଷ୍ମନ୍ତ ପଣ୍ଡା, ବର୍ଷା ପ୍ରିୟଦର୍ଶିନୀ ଏବଂ କାଜଲ ମିଶ୍ର ।[୨] ମିହିର ଦାସ, ଅନିତା ଦାସ, ହାଡ଼ୁ, ହରିହର ମହାପାତ୍ର, ଉତ୍ତମ ମହାନ୍ତି, ସୁମନ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟସମ୍ପାଦନ କରନ୍ତୁ
କାହାଣୀସମ୍ପାଦନ କରନ୍ତୁ
ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ବିଜୟ ମଲ୍ଲ, ନିମାଇଁ ମହାନ୍ତି, ପୁର୍ଣ୍ଣେନ୍ଦୁ ଦାସ ମହାପାତ୍ର, ସମରେନ୍ଦ୍ରନାଥ ମହାପାତ୍ର, ସୁରେଶ ପରିଡ଼ା ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । କୁମାର ବାପି, ସରୋଜ ଦାସ, ତପୁ ମିଶ୍ର, ନସିର, ସୁଲଗ୍ନା ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟୀରେ କଣ୍ଠଦାନ କରିଥିଲେ ।
ଗୀତସମ୍ପାଦନ କରନ୍ତୁ
କ୍ରମ | ଗୀତ | ସମୟ |
---|---|---|
1. | "ବାହା ହେବ ନାହିଁ" | |
2. | "ଆଜିକା ବ୍ରେକିଙ୍ଗ ନ୍ୟୁଜ୍" | |
3. | "ଓଃ ନୀଳ ପରି" | |
4. | "କୋଉଠୁ ଆସିଲ ପରଦେଶୀ" | |
5. | "ଧିରେ ଧିରେ ନିଆଁ ଜଳେ" | |
6. | "ଏ ମନ ମାନେନା" | |
7. | "ତୁମକୁ ନିଜର" |
ଆଧାରସମ୍ପାଦନ କରନ୍ତୁ
- ↑ "ଜାଣନ୍ତୁ ଏହି ଓଲିଉଡ ନାୟକ –ନାୟିକା କାହିଁକି କହୁଛନ୍ତି 'ପାଗଳ ମୁଁ ତୋ' ପାଇଁ'". sambad.in. 5 June 2018. Retrieved 6 June 2018.
- ↑ "ଏହି ନାୟିକାମାନଙ୍କ ସହ ପ୍ରଥମ ସିନେମାରେ ଅରିନ୍ଦମ୍ ବନାଇଥିଲେ ହିଟ୍ ଯୋଡି | Sambad". Sambad. 1 September 2018. Archived from the original on 1 September 2018. Retrieved 1 September 2018.
- ↑ "ଓଲିଉଡ ନାୟକ ଦୁଷ୍ମନ୍ତଙ୍କ ପ୍ରଥମ ଅନୁଭୂତି". sambad.in. 4 October 2017. Retrieved 26 January 2018.
- ↑ "କେଉଁ ନିର୍ଦ୍ଦେଶକଙ୍କ ସହ ଥରେ ମାତ୍ର କାମ କରିଛନ୍ତି ଓଲିଉଡ଼୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ". sambad.in. 8 November 2017. Retrieved 26 January 2018.
ବାହାର ଆଧାରସମ୍ପାଦନ କରନ୍ତୁ
- ଏ ମନ ମାନେନା ଇଣ୍ଟରନେଟ ମୁଭି ଡାଟାବେସରେ