ଓଁକାର ସିଂହ ମାଝି

ଓଡ଼ିଆ ରାଜନୀତିଜ୍ଞ

ଓଁକାର ସିଂହ ମାଝି (ଜନ୍ମ: ୨୪ ଡିସେମ୍ବର ୧୯୩୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଓଁକାର ସିଂହ ମାଝି
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀଘାସିରାମ ମାଝି
ପର ଅଧିକାରୀଘାସିରାମ ମାଝି
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1936-12-24) ୨୪ ଡିସେମ୍ବର ୧୯୩୬ (ବୟସ ୮୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀହରମଣି ଜୋଶୀ
ବାପା/ବୋଉହାଫରେ ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଓଁକାର ସିଂହ ମାଝି ୧୯୩୬ ମସିହାର ଡିସେମ୍ବର ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହାଫରେ ସିଂହ ଓ ପତ୍ନୀଙ୍କ ନାମ ହରମଣି ଜୋଶୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଓଁକାର ସିଂହ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Onkar Singh Majhi". odishaassembly.nic.in. Odisha Assembly. Retrieved 25 June 2021.