ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ

ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ ଏକ ସରକାରୀ ବୈଷୟିକ ବିଶ୍ୱବିଦ୍ୟାଳୟ ।

ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ
ସ୍ଥାପିତ୧୯୮୧
ଅବସ୍ଥାନଭୁବନେଶ୍ୱର, ଓଡ଼ିଶା, ଭାରତ

ଏହା ପ୍ରଥମେ ମହାବିଦ୍ୟାଳୟ ଥିଲା ଓ ଏହା ଯାନ୍ତ୍ରିକ ଓ ବୈଷୟିକ ମହାବିଦ୍ୟାଳୟ ନାମରେ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନରେ ପରିଚାଳିତ ହେଉଥିଲା। ୨୦୨୧ ମସିହାରେ ଏହା ଓଡ଼ିଶା ସରକାରଙ୍କଦ୍ୱାରା ବିଶ୍ବବିଦ୍ୟାଳୟ ମାନ୍ୟତା ପାଇଲା।