କରୁଣାକର ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ (୧୯୬୭ ମୃତ୍ୟୁ)

କରୁଣାକର ପ୍ରଧାନ (ଜନ୍ମ: ୧୫ ଜାନୁଆରୀ ୧୯୨୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ଉପ-ନିର୍ବାଚନରେ ସେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କରୁଣାକର ପ୍ରଧାନ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୫ – ୧୯୬୭
ପୂର୍ବ ଅଧିକାରୀଜନାର୍ଦନ ଭଞ୍ଜ ଦେଓ
ପର ଅଧିକାରୀଗୋବିନ୍ଦ ମୁଣ୍ଡା
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1921-01-15) ୧୫ ଜାନୁଆରୀ ୧୯୨୧ (ବୟସ ୧୦୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀସତ୍ୟଭାମା ପ୍ରଧାନ
ବାପା/ବୋଉଅଚ୍ୟୁତାନନ୍ଦ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

କରୁଣାକର ପ୍ରଧାନ ୧୯୨୧ ମସିହାର ଜାନୁଆରୀ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଚ୍ୟୁତାନନ୍ଦ ପ୍ରଧାନ ଓ ପତ୍ନୀଙ୍କ ନାମ ସତ୍ୟଭାମା ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

କରୁଣାକର ପ୍ରଧାନ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Karunakar Pradhan". odishaassembly.nic.in. Odisha Assembly. Retrieved 26 November 2022.