କାମାୟା ମଣ୍ଡାଙ୍ଗୀ
ଓଡ଼ିଆ ରାଜନେତା
କାମାୟା ମଣ୍ଡାଙ୍ଗୀ (୧ ଜାନୁଆରୀ ୧୯୨୫ - ୨୨ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୫୨, ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାୟଗଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କାମାୟା ମଣ୍ଡାଙ୍ଗୀ | |
---|---|
ବିଧାୟକ: ୧ମ, ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୬୭ | |
ପର ଅଧିକାରୀ | ଅନନ୍ତରାମ ମାଝି |
ନିର୍ବାଚନ ମଣ୍ଡଳୀ | ରାୟଗଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୨୫ |
ମୃତ୍ୟୁ | ୨୨ ଅପ୍ରେଲ ୨୦୦୫ | (ବୟସ ୮୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରମଣ ଦେବୀ |
ସନ୍ତାନ | ୩ |
ବାପା/ବୋଉ | ମଣ୍ଡାଙ୍ଗୀ କାଠୁରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାକାମାୟା ମଣ୍ଡାଙ୍ଗୀ ୧୯୨୫ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଣ୍ଡାଙ୍ଗୀ କାଠୁରା ଓ ପତ୍ନୀଙ୍କ ନାମ ରମଣ ଦେବୀ ।[୧]
ରାଜନୈତିକ ଜୀବନ
ସମ୍ପାଦନାକାମାୟା ମଣ୍ଡାଙ୍ଗୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୫୨ | ୧୯୫୭ | ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା | ରାୟଗଡ଼ା | ଭାରତୀୟ ଜାତୀୟ କଂଗ୍ରେସ |
୧୯୫୭ | ୧୯୬୧ | ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା | ରାୟଗଡ଼ା | ଭାରତୀୟ ଜାତୀୟ କଂଗ୍ରେସ |
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ରାୟଗଡ଼ା | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
ସମ୍ପାଦନାକାମାୟା ମଣ୍ଡାଙ୍ଗୀ ୨୦୦୫ ମସିହାର ଅପ୍ରେଲ ୨୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Mandangi Kamaya". odishaassembly.nic.in. Odisha Assembly. Retrieved 16 February 2022.