କିଏ ଜିତେ କିଏ ହାରେ

୧୯୮୧ର ଓଡ଼ିଆ କଥାଚିତ୍ର

କିଏ ଜିତେ କିଏ ହାରେ ନିତାଇ ପାଲିତଙ୍କ ନିର୍ଦ୍ଦେଶନାରେ[୧][୨] ନିର୍ମିତ ଓ ୧୯୮୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୩]

କିଏ ଜିତେ କିଏ ହାରେ
ନିର୍ଦ୍ଦେଶକନିତାଇ ପାଲିତ
କଳାକାରସୁଜାତା ଆନନ୍ଦ, ଅକ୍ଷୟ ମହାନ୍ତି, ଜୟୀରାମ ସାମଲ
ସଙ୍ଗୀତଅକ୍ଷୟ ମହାନ୍ତି
ମୁକ୍ତିଲାଭ ତାରିଖ
୧୯୮୧
ଦେଶଭାରତ
ଭାଷାଓଡ଼ିଆ

ଅଭିନୟରେ ସମ୍ପାଦନ କରନ୍ତୁ

ଓଡ଼ିଆକଥାଚିତ୍ର ‘କିଏ ଜିତେ କିଏ ହାରେ’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ: [୪]

ସଙ୍ଗୀତ ସମ୍ପାଦନ କରନ୍ତୁ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅକ୍ଷୟ ମହାନ୍ତି ।[୧]

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "ସଙ୍ଗୀତକାର ଅକ୍ଷୟ ମହାନ୍ତି ଏବଂ ଓଡ଼ିଆ ସିନେ ନିର୍ଦ୍ଦେଶକ". sambad.in. 12 October 2017. Retrieved 11 July 2018.
  2. http://www.orissadiary.com/CurrentNews.asp?id=28652
  3. Ashish Rajadhyaksha; Paul Willemen (10 July 2014). Encyclopedia of Indian Cinema. Taylor & Francis. pp. 1–. ISBN 978-1-135-94325-7.
  4. "କିଏ ଜିତେ କିଏ ହାରେ". ନିତିଦିନ 'ନଜର୍'. Retrieved 27 March 2017.
  5. Gopinath Mohanty; State Level Vyasakabi Fakir Mohan Smruti Samsad; Santosha Kumāra Ratha (2003). Cultural heritage of [Orissa]. State Level Vyasakabi Fakir Mohan Smruti Samsad. ISBN 978-81-902761-4-6.
  6. "ଷ୍ଟାଇଲ ମାଷ୍ଟର ବିଜୟ" (PDF). ନିତିଦିନ. 8 April 2018. Retrieved 30 August 2018.

ଅଧିକ ତଥ୍ୟ ସମ୍ପାଦନ କରନ୍ତୁ