କିଶୋର ଚନ୍ଦ୍ର ନାଏକ
ଓଡ଼ିଆ ରାଜନୀତିଜ୍ଞ
କିଶୋର ଚନ୍ଦ୍ର ନାଏକ (ଜନ୍ମ: ୨୪ ମଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । କିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କିଶୋର ଚନ୍ଦ୍ର ନାଏକ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ରବିନାରାୟଣ ନାଏକ |
ନିର୍ବାଚନ ମଣ୍ଡଳୀ | କୁଚିଣ୍ଡା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୪ ମଇ ୧୯୭୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ପୁଷ୍ପଲତା ନାଏକ |
ବାପା/ବୋଉ | ରଘୁନାଥ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାକିଶୋର ୧୯୭୩ ମସିହାର ମଇ ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଘୁନାଥ ନାଏକ ଓ ପତ୍ନୀଙ୍କ ନାମ ପୁଷ୍ପଲତା ନାଏକ ।[୧]
ରାଜନୈତିକ ଜୀବନ
ସମ୍ପାଦନାକିଶୋର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।
ଆଧାର
ସମ୍ପାଦନା- ↑ "Shri Kishore Chandra Naik". odishaassembly.nic.in. Odisha Assembly. Retrieved 18 August 2020.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Kishore Chandra Naik-ସମ୍ପର୍କିତ ମିଡ଼ିଆ