କିଶୋର ଦାଶ

ଓଡ଼ିଆ ରାଜନୀତିଜ୍ଞ

କିଶୋର ଦାଶ ଜଣେ ଓଡ଼ିଆ ରାଜନୀତିଜ୍ଞ । କିଶୋର ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

କିଶୋର ଦାଶ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀପ୍ରସନ୍ନ କୁମାର ଦାସ
ପର ଅଧିକାରୀବିମଳ ଲୋଚନା ଦାସ
ନିର୍ବାଚନ ମଣ୍ଡଳୀବାରିପଦା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା
ବୃତ୍ତିରାଜନୀତିଜ୍ଞ


ରାଜନୈତିକ ଜୀବନ ସମ୍ପାଦନା

କିଶୋର ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Kishore Dash". odishaassembly.nic.in. Odisha Assembly. Retrieved 20 September 2019.