କୁନ୍ଦୁରୁ କୁଶାଳ
ଓଡ଼ିଆ ରାଜନୀତିଜ୍ଞ
କୁନ୍ଦୁରୁ କୁଶାଳ (୨୭ ନଭେମ୍ବର ୧୯୫୧ - ୮ ନଭେମ୍ବର ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କୁନ୍ଦୁରୁ କୁଶାଳ | |
---|---|
ବିଧାୟକ: ୧୦ମ, ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୨୦୦୪ | |
ପୂର୍ବ ଅଧିକାରୀ | ଅଚ୍ୟୁତ ବିଶ୍ୱାଳ |
ପର ଅଧିକାରୀ | ବିନୋଦ ପାତ୍ର |
ନିର୍ବାଚନ ମଣ୍ଡଳୀ | ସୋନପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୭ ନଭେମ୍ବର ୧୯୫୧ |
ମୃତ୍ୟୁ | ୮ ନଭେମ୍ବର ୨୦୦୮ | (ବୟସ ୫୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ଉକିଆ କୁଶାଳ |
ବାପା/ବୋଉ | ଇଶ୍ୱର କୁଶାଳ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାକୁନ୍ଦୁରୁ କୁଶାଳ ୧୯୫୧ ମସିହାର ନଭେମ୍ବର ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଇଶ୍ୱର କୁଶାଳ ଏବଂ ପତ୍ନୀଙ୍କ ନାମ ଉକିଆ କୁଶାଳ ।[୧]
ରାଜନୈତିକ ଜୀବନ
ସମ୍ପାଦନାକୁନ୍ଦୁରୁ କୁଶାଳ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୯୦ | ୧୯୯୫ | ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା | ସୋନପୁର | ଜନତା ଦଳ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ସୋନପୁର | ଜନତା ଦଳ |
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ସୋନପୁର | ବିଜୁ ଜନତା ଦଳ |
ମୃତ୍ୟୁ
ସମ୍ପାଦନାକୁନ୍ଦୁରୁ କୁଶାଳ ୨୦୦୮ ମସିହାର ନଭେମ୍ବର ୮ ତାରିଖରେ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Kunduru Kushal". odishaassembly.nic.in. Odisha Assembly. Retrieved 20 August 2021.