କୁମରମଣି ଶବର

ଓଡ଼ିଆ ରାଜନୀତିଜ୍ଞ

କୁମରମଣି ଶବର (ଜନ୍ମ: ୮ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନର୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କୁମରମଣି ଶବର
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀତେଜରାଜ ମାଝି
ପର ଅଧିକାରୀବଳଭଦ୍ର ମାଝି
ନିର୍ବାଚନ ମଣ୍ଡଳୀନର୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-04-08) ୮ ଅପ୍ରେଲ ୧୯୫୯ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକଳ୍ପନା ଶବର
ବାପା/ବୋଉହରିଶ ଚନ୍ଦ୍ର ଶବର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

କୁମରମଣି ଶବର ୧୯୫୯ ମସିହାର ଅପ୍ରେଲ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରିଶ ଚନ୍ଦ୍ର ଶବର ଓ ପତ୍ନୀଙ୍କ ନାମ କଳ୍ପନା ଶବର ।[୧]

ରାଜନୈତିକ ଜୀବନ ସମ୍ପାଦନା

କୁମରମଣି ଶବର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Kumara Mani Sabar". odishaassembly.nic.in. Odisha Assembly. Retrieved 29 May 2021.