କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ

ଓଡ଼ିଆ ରାଜନୀତିଜ୍ଞ

କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ ପାରିକୁଦର ରାଜା ତଥା ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଓଡ଼ିଶାରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀପଶ୍ଚିମ ଓଡ଼ିଶା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

କୃଷ୍ଣଚନ୍ଦ୍ର ମାନସିଂହ ହରିଚନ୍ଦନ ମର୍ଦ୍ଦରାଜ ଭ୍ରମରବର ରାୟ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]

ଆଧାର ସମ୍ପାଦନା

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Krisha Chandra Mansingh Harichandra Mardaraj Bhramarbar Rai". odishaassembly.nic.in. Odisha Assembly. Retrieved 28 November 2023.