କୃଷ୍ଣଚନ୍ଦ୍ର ସଗରିଆ

ଓଡ଼ିଆ ରାଜନୀତିଜ୍ଞ

କୃଷ୍ଣଚନ୍ଦ୍ର ସଗରିଆ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

କୃଷ୍ଣଚନ୍ଦ୍ର ସଗରିଆ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀରଘୁରାମ ପଦାଳ
ପର ଅଧିକାରୀରଘୁରାମ ପଦାଳ
ନିର୍ବାଚନ ମଣ୍ଡଳୀକୋରାପୁଟ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଅନିତା ସଗରିଆ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

କୃଷ୍ଣଚନ୍ଦ୍ର ସଗରିଆ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]

ଆଧାର ସମ୍ପାଦନା

  1. "ବିଧାୟକ ନେବେ ବୌଦ୍ଧ ଧର୍ମ ! | Kanak News" (in ଆମେରିକୀୟ ଇଂରାଜୀ). 2018-05-11. Retrieved 2022-03-11.
  2. ୨.୦ ୨.୧ "Shri Krishna Chandra Sagaria". odishaassembly.nic.in. Odisha Assembly. Retrieved 11 March 2022.