କୃଷ୍ଣ ଚନ୍ଦ୍ର ମଲ୍ଲିକ

ଓଡ଼ିଆ ରାଜନୀତିଜ୍ଞ

କୃଷ୍ଣ ଚନ୍ଦ୍ର ମଲ୍ଲିକ (ଜନ୍ମ: ୧୦ ନଭେମ୍ବର ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

କୃଷ୍ଣ ଚନ୍ଦ୍ର ମଲ୍ଲିକ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀକଣ୍ଡୁରି ଚରଣ ମଲ୍ଲିକ
ପର ଅଧିକାରୀକୈଳାଶ ଚନ୍ଦ୍ର ମଲ୍ଲିକ
ନିର୍ବାଚନ ମଣ୍ଡଳୀଜଗତସିଂହପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1938-11-10) ୧୦ ନଭେମ୍ବର ୧୯୩୮ (ବୟସ ୮୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ (ଇ)
ଜୀବନ ସାଥୀଜ୍ୟୋତ୍ସ୍ନା ରାଣୀ ମଲ୍ଲିକ
ବାପା/ବୋଉରଥ ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

କୃଷ୍ଣ ଚନ୍ଦ୍ର ମଲ୍ଲିକ ୧୯୩୮ ମସିହାର ନଭେମ୍ବର ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରଥ ମଲ୍ଲିକ ଓ ପତ୍ନୀଙ୍କ ନାମ ଜ୍ୟୋତ୍ସ୍ନା ରାଣୀ ମଲ୍ଲିକ ।[୧]

ରାଜନୈତିକ ଜୀବନ ସମ୍ପାଦନା

କୃଷ୍ଣ ଚନ୍ଦ୍ର ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Krushna Chandra Mallick". odishaassembly.nic.in. Odisha Assembly. Retrieved 29 April 2022.