କୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା

ଓଡ଼ିଆ ରାଜନୀତିଜ୍ଞ

କୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା (୧୫ ଅଗଷ୍ଟ ୧୯୧୧ - ୨୪ ଜୁନ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

କୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୧
ପର ଅଧିକାରୀବୃନ୍ଦାବନ ଚନ୍ଦ୍ର ସିଂହ
ନିର୍ବାଚନ ମଣ୍ଡଳୀନୟାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1911-08-15)ଅଗଷ୍ଟ ୧୫, ୧୯୧୧
ମୃତ୍ୟୁ୨୪ ଜୁନ ୧୯୮୩(1983-06-24) (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ଜୀବନ ସାଥୀବସନ୍ତ ମଞ୍ଜରୀ ଦେବୀ, ସୌଭାଗ୍ୟ ମଞ୍ଜରୀ ଦେବୀ
ବାପା/ବୋଉନାରାୟଣ ସିଂହ ମାନ୍ଧାତା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

କୃଷ୍ଣ ଚନ୍ଦ୍ର ସିଂହ ମାନ୍ଧାତା ୧୯୧୧ ମସିହାର ଅଗଷ୍ଟ ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୨] ତାଙ୍କ ବାପାଙ୍କ ନାମ ନାରାୟଣ ସିଂହ ମାନ୍ଧାତା ଏବଂ ପତ୍ନୀଙ୍କ ନାମ ସୌଭାଗ୍ୟ ମଞ୍ଜରୀ ଦେବୀ ଓ ବସନ୍ତ ମଞ୍ଜରୀ ଦେବୀ ।[୨]

ରାଜନୈତିକ ଜୀବନ ସମ୍ପାଦନା

କୃଷ୍ଣ ଚନ୍ଦ୍ର ଓଡ଼ିଶା ରାଜନୀତିରେ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ଦୁଇଥର କାର୍ଯ୍ୟ କରିଥିଲେ ।[୨]

ମୃତ୍ୟୁ ସମ୍ପାଦନା

କୃଷ୍ଣ ଚନ୍ଦ୍ର ୧୯୮୩ ମସିହାର ଜୁନ ମାସ ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୨] ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. "Shri Krushna Chandra Singh Mandhata". odishaassembly.nic.in. Odisha Assembly. Retrieved 6 May 2020.
  2. ୨.୦ ୨.୧ ୨.୨ ୨.୩ ୨.୪ "Shri Krushna Chandra Singh Mandhata". odishaassembly.nic.in. Odisha Assembly. Retrieved 6 May 2020.