କେଙ୍ଗମ ସୂର୍ଯ୍ୟ ରାଓ
ଓଡ଼ିଆ ରାଜନୀତିଜ୍ଞ
କେଙ୍ଗମ ସୂର୍ଯ୍ୟ ରାଓ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାରଳାଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
କେଙ୍ଗମ ସୂର୍ଯ୍ୟ ରାଓ | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | କୋଦୁରୁ ନାରାୟଣ ରାଓ |
ପର ଅଧିକାରୀ | କୋଦୁରୁ ନାରାୟଣ ରାଓ |
ନିର୍ବାଚନ ମଣ୍ଡଳୀ | ପାରଳାଖେମୁଣ୍ଡି |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାକେଙ୍ଗମ ସୂର୍ଯ୍ୟ ରାଓ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Kengam Surya Rao". odishaassembly.nic.in. Odisha Assembly. Retrieved 24 May 2022.