ଗଡ଼ଗଡ଼ିଆ ମନ୍ଦିର

ଭାରତର ଏକ ହିନ୍ଦୁ ମନ୍ଦିର

ଗଡଗଡିଆ ଶିବ ମନ୍ଦିର ଓଡ଼ିଶାର କଟକ ଜିଲ୍ଲାରେ ଅବସ୍ଥିତ ଏକ ମହାଦେବ ମନ୍ଦିର [ଆଧାର ଲୋଡ଼ା]

ଗଡଗଡିଆ ଶିବ ମନ୍ଦିର
ଗଡଗଡିଆ ଶିବ ମନ୍ଦିର
ଗଡଗଡିଆ ଶିବ ମନ୍ଦିର
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
Districtକଟକ
Location
Country ଭାରତ

ଭୌଗୋଳିକ ଅବସ୍ଥିତି ସମ୍ପାଦନା

ଏହା କଟକ ଜିଲ୍ଲାର ମହାନଦୀ କୂଳରେ ଅବସ୍ଥିତ।

ପର୍ବ ପର୍ବାଣି ସମ୍ପାଦନା

ଏହା ଏକ ଶୈବ ପୀଠ ହୋଇଥିବାରୁ ମହାଶିବରାତ୍ରି ସହ ଶୀତଳ ଷଷ୍ଠୀ ଅଶୋକାଷ୍ଟମୀ ମହାଡ଼ମ୍ବରରେ ପାଳିତ ହୁଏ । ଅନ୍ୟାନ୍ୟ ପର୍ବ ମଧ୍ୟ ଏଠାରେ ପାଳିତ ହୁଏ । କାର୍ତ୍ତିକ ମାସରେ ଖାସ କରି ସୋମବାରମାନଙ୍କରେ ଏଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୁଏ । ପୁରୀ ଶ୍ରୀମନ୍ଦିର ପରି ଏଠାରେ ପୂର୍ବପୁରୁଷଙ୍କ ପ୍ରତି ପିଣ୍ଡ ଦାନ କରାଯାଏ । ଆଷାଢ ମାସରେ ଏଠାରେ କାଉଡିଆମାନଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥାଏ।

ଆଧାର ସମ୍ପାଦନା

ବାହାର ଆଧାର ସମ୍ପାଦନା

http://www.onefivenine.com/india/Places/District/Cuttack/Temple