ଗଣନାଥ ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ଗଣନାଥ ପ୍ରଧାନ (୭ ଡିସେମ୍ବର ୧୯୨୪ - ୧୪ ଅକ୍ଟୋବର ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଏବଂ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୭ ଭାରତୀୟ ସାଧାରଣ ନିର୍ବାଚନରେ ସେ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଗଣନାଥ ପ୍ରଧାନ
ସାଂସଦ: ୬ଷ୍ଠ ଲୋକ ସଭା
କାର୍ଯ୍ୟକାଳ
୧୯୭୭ – ୧୯୭୯
ପର ଅଧିକାରୀକୃପାସିନ୍ଧୁ ଭୋଇ
ନିର୍ବାଚନ ମଣ୍ଡଳୀସମ୍ବଲପୁର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ପୂର୍ବ ଅଧିକାରୀତ୍ରିବିକ୍ରମ ମଲ୍ଲିକ
ପର ଅଧିକାରୀନିତ୍ୟାନନ୍ଦ ଗଡ଼ତିଆ
ନିର୍ବାଚନ ମଣ୍ଡଳୀବିଜେପୁର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀନିକୁଞ୍ଜ ବିହାରୀ ସିଂହ, ମହାନନ୍ଦ ବାହାଦୁର
ପର ଅଧିକାରୀଭରତ ଚନ୍ଦ୍ର ହୋତା
ନିର୍ବାଚନ ମଣ୍ଡଳୀବରଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-12-07)୭ ଡିସେମ୍ବର ୧୯୨୪
ମୃତ୍ୟୁ୧୪ ଅକ୍ଟୋବର ୨୦୦୪(2004-10-14) (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସମ୍ୟୁକ୍ତ ସୋସିଆଲିଷ୍ଟ ପାର୍ଟି
ଜୀବନ ସାଥୀପାର୍ବତୀ ପ୍ରଧାନ
ବାପା/ବୋଉସଂକୀର୍ତ୍ତନ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଗଣନାଥ ପ୍ରଧାନ ୧୯୨୪ ମସିହାର ଡିସେମ୍ବର ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସଂକୀର୍ତ୍ତନ ପ୍ରଧାନ ଓ ପତ୍ନୀଙ୍କ ନାମ ପାର୍ବତୀ ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଗଣନାଥ ପ୍ରଧାନ ଓଡ଼ିଶା ରାଜନୀତିରେ ସମ୍ୟୁକ୍ତ ସୋସିଆଲିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର ଏବଂ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ସାଂସଦ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ବରଗଡ଼ ସମ୍ୟୁକ୍ତ ସୋସିଆଲିଷ୍ଟ ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ବିଜେପୁର ସମ୍ୟୁକ୍ତ ସୋସିଆଲିଷ୍ଟ ପାର୍ଟି
୧୯୭୭ ୧୯୭୯ ସଭ୍ୟ, ୬ଷ୍ଠ ଲୋକ ସଭା ସମ୍ବଲପୁର ବି.ଏଲ୍.ଡି.

ମୃତ୍ୟୁ ସମ୍ପାଦନା

ଗଣନାଥ ପ୍ରଧାନ ୨୦୦୪ ମସିହାର ଅକ୍ଟୋବର ୧୪ ତାରିଖରେ ୭୯ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Gananath Pradhan". odishaassembly.nic.in. Odisha Assembly. Retrieved 25 July 2021.