ଗଣେଶ ରାମ ବରିହା

ଓଡ଼ିଆ ରାଜନୀତିଜ୍ଞ

ଗଣେଶ ରାମ ବରିହା (ମୃତ୍ୟୁ: ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଭାରତ ସ୍ୱାଧୀନ ହେବା ପରେ ଓଡ଼ିଶାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଗଣେଶ ରାମ ବରିହା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଆଶାରାମ ଭୋଇ, ଅଇଣ୍ଠୁ ସାହୁ
ନିର୍ବାଚନ ମଣ୍ଡଳୀପାଟଣାଗଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୫୮
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଗଣେଶ ରାମ ବରିହା ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଗଣେଶ ରାମ ବରିହା ୧୯୫୮ ମସିହାରେ ମୃତ୍ୟୁବରଣ କରିଥିଲେ । ୨୫ ଅଗଷ୍ଟ ୧୯୫୮ରେ ତାଙ୍କୁ ଓଡ଼ିଶା ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Ganesh Ram Bariah". odishaassembly.nic.in. Odisha Assembly. Retrieved 19 September 2021.