ଗୋବିନ୍ଦ ଚନ୍ଦ୍ର ଥାଟ୍ଟରାଜ

ଓଡ଼ିଆ ରାଜନୀତିଜ୍ଞ

ଗୋବିନ୍ଦ ଚନ୍ଦ୍ର ଥାଟ୍ଟରାଜ ବିଷମ କଟକର ରାଜା ଓ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିଗୁଡ଼ା-କନ୍ଧମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ଗୋବିନ୍ଦ ଚନ୍ଦ୍ର ଥାଟ୍ଟରାଜ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀବାଲିଗୁଡ଼ା-କନ୍ଧମାଳ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ଗୋବିନ୍ଦ ଚନ୍ଦ୍ର ଥାଟ୍ଟରାଜ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[][]

  1. ୧.୦ ୧.୧ "Shri Govind Chandra Thataraj". odishaassembly.nic.in. Odisha Assembly. Retrieved 9 November 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 8 November 2023.{{cite book}}: CS1 maint: unrecognized language (link)