ଗୋବିନ୍ଦ ପ୍ରସାଦ ସିଂହ

ଓଡ଼ିଆ ରାଜନୀତିଜ୍ଞ

ଗୋବିନ୍ଦ ପ୍ରସାଦ ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଗୋବିନ୍ଦ ପ୍ରସାଦ ସିଂହ
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀଉତ୍ତର କେନ୍ଦ୍ରାପଡ଼ା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଗୋବିନ୍ଦ ପ୍ରସାଦ ସିଂହ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧][୨]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Gobinda Prasad Singh". odishaassembly.nic.in. Odisha Assembly. Retrieved 7 November 2023.
  2. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)