ଗୋବିନ୍ଦ ପ୍ରସାଦ ସିଂହ
ଓଡ଼ିଆ ରାଜନୀତିଜ୍ଞ
ଗୋବିନ୍ଦ ପ୍ରସାଦ ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉତ୍ତର କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଗୋବିନ୍ଦ ପ୍ରସାଦ ସିଂହ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଉତ୍ତର କେନ୍ଦ୍ରାପଡ଼ା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାଗୋବିନ୍ଦ ପ୍ରସାଦ ସିଂହ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧][୨]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Gobinda Prasad Singh". odishaassembly.nic.in. Odisha Assembly. Retrieved 7 November 2023.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link)