ଗୌରୀଶ୍ୟାମ ନାୟକ

ଓଡ଼ିଆ ରାଜନେତା

ଗୌରୀଶ୍ୟାମ ନାୟକ (ମୃତ୍ୟୁ: ୨୪ ଡିସେମ୍ବର ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଗୌରୀଶ୍ୟାମ ନାୟକ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଲୋକନାଥ ଚୌଧୁରୀ
ନିର୍ବାଚନ ମଣ୍ଡଳୀଏରସମା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୪ ଡିସେମ୍ବର ୨୦୦୭(୨୦୦୭-୧୨-୨୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ଗୌରୀଶ୍ୟାମ ନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଗୌରୀଶ୍ୟାମ ନାୟକ ୨୦୦୭ ମସିହାର ଡିସେମ୍ବର ୨୪ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Gourishyam Naik". odishaassembly.nic.in. Odisha Assembly. Retrieved 9 May 2022.