ଘନଶ୍ୟାମ ବେହେରା

ଓଡ଼ିଆ ରାଜନୀତିଜ୍ଞ

ଘନଶ୍ୟାମ ବେହେରା (୧୩ ମଇ ୧୯୩୭ - ୨୧ ଜୁଲାଇ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୭୭, ୧୯୮୦ ଓ ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଘନଶ୍ୟାମ ବେହେରା
ବିଧାୟକ: ୭ମ, ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୯୦
ପୂର୍ବ ଅଧିକାରୀମୋହନ ନାୟକ
ପର ଅଧିକାରୀରାମଚନ୍ଦ୍ର ସେଠୀ
ନିର୍ବାଚନ ମଣ୍ଡଳୀଗୋପାଳପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1937-05-13)୧୩ ମଇ ୧୯୩୭
ମୃତ୍ୟୁ୨୧ ଜୁଲାଇ ୧୯୯୭(1997-07-21) (ବୟସ ୬୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁଶୀଳା ବେହେରା
ବାପା/ବୋଉନରହରି ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ ପରିବାର ଓ ଶିକ୍ଷା ସମ୍ପାଦନା

ଘନଶ୍ୟାମ ୧୯୩୭ ମସିହାର ମଇ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନରହରି ବେହେରା ଓ ପତ୍ନୀଙ୍କ ନାମ ସୁଶୀଳା ବେହେରା ।[୧]

ରାଜନୈତିକ ଜୀବନ ସମ୍ପାଦନା

ଘନଶ୍ୟାମ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଗୋପାଳପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ଗୋପାଳପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ଗୋପାଳପୁର ଭାରତୀୟ ଜାତୀୟ କଂଗ୍ରେସ

ମୃତ୍ୟୁ ସମ୍ପାଦନା

ଘନଶ୍ୟାମ ୧୯୯୭ ମସିହାର ଜୁଲାଇ ୨୧ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Ghanasyam Behera". odishaassembly.nic.in. Odisha Assembly. Retrieved 3 January 2021.