ଘାସିରାମ ମାଝି

ଓଡ଼ିଆ ରାଜନୀତିଜ୍ଞ

ଘାସିରାମ ମାଝି (୧୭ ଜୁଲାଇ ୧୯୨୪ - ୨୩ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୧, ୧୯୭୭, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୫ମ, ୭ମ, ୯ମ, ୧୦ମ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଘାସିରାମ ମାଝି
Ghasiram Majhi.jpg
ବିଧାୟକ: ୯ମ, ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୨୩ ଅପ୍ରେଲ ୧୯୯୭
ପୂର୍ବ ଅଧିକାରୀଭାନୁପ୍ରକାଶ ଯୋଶୀ
ପର ଅଧିକାରୀବସନ୍ତ କୁମାର ପଣ୍ଡା
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀଓଁକାର ସିଂହ ମାଝି
ପର ଅଧିକାରୀଭାନୁପ୍ରକାଶ ଯୋଶୀ
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ପୂର୍ବ ଅଧିକାରୀଓଁକାର ସିଂହ ମାଝି
ପର ଅଧିକାରୀଜଗନ୍ନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୭
ପୂର୍ବ ଅଧିକାରୀଅନୁପ ସିଂହ ଦେଓ, ଚୈତନ ମାଝି
ପର ଅଧିକାରୀଓଁକାର ସିଂହ ମାଝି
ନିର୍ବାଚନ ମଣ୍ଡଳୀନୂଆପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1924-07-17)୧୭ ଜୁଲାଇ ୧୯୨୪
ମୃତ୍ୟୁ୨୩ ଅପ୍ରେଲ ୧୯୯୭(1997-04-23) (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱତନ୍ତ୍ର ପାର୍ଟି, ଜନତା ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୂର୍ଯା ବାଇ
ବାପା/ବୋଉବିହାରୀ ସିଂହ ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷାସମ୍ପାଦନ କରନ୍ତୁ

ଘାସିରାମ ମାଝି ୧୯୨୪ ମସିହାର ଜୁଲାଇ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିହାରୀ ସିଂହ ମାଝି ଓ ପତ୍ନୀଙ୍କ ନାମ ସୂର୍ଯା ବାଇ ।[୧]

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ଘାସିରାମ ମାଝି ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ସ୍ୱତନ୍ତ୍ର ପାର୍ଟି, ଜନତା ପାର୍ଟି ଓ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୭ ୧୯୬୧ ସଭ୍ୟ, ୨ୟ ଓଡ଼ିଶା ବିଧାନ ସଭା ନୂଆପଡ଼ା ଭାରତୀୟ ଜାତୀୟ କଂଗ୍ରେସ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ନୂଆପଡ଼ା ସ୍ୱତନ୍ତ୍ର ପାର୍ଟି
୧୯୭୧ ୧୯୭୪ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ନୂଆପଡ଼ା ସ୍ୱତନ୍ତ୍ର ପାର୍ଟି
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ନୂଆପଡ଼ା ଜନତା ପାର୍ଟି
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ନୂଆପଡ଼ା ଜନତା ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ନୂଆପଡ଼ା ଜନତା ଦଳ
୧୯୯୫ ୨୩ ଅପ୍ରେଲ ୧୯୯୭ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ନୂଆପଡ଼ା ଜନତା ଦଳ

ମୃତ୍ୟୁସମ୍ପାଦନ କରନ୍ତୁ

ଘାସିରାମ ମାଝି ୧୯୯୭ ମସିହାର ଅପ୍ରେଲ ୨୩ ତାରିଖରେ ୭୨ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ ୧.୨ "Shri Ghasiram Majhi". odishaassembly.nic.in. Odisha Assembly. Retrieved 21 June 2021.